Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: କାର୍ତ୍ତିକ ପୂର୍ଣ୍ଣିମାରେ ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ
ଆଜିର ଖବର

Breaking News: କାର୍ତ୍ତିକ ପୂର୍ଣ୍ଣିମାରେ ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ

November 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଶେଷରେ ଯେଉଁ ଚର୍ଚ୍ଚା ଚାଲିଥିଲା ସେଥିରେ ଆଜି ଭଟ୍ଟା ପଡିଛି। ବିଜେଡିରେ ସାମିଲ ହୋଇଛନ୍ତି 5ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ସେ ନବୀନ ନିବାସରେ ଆଜି ଦିନ 10ଟା 15 ରେ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି। ଏହି ସମୟରେ ସେଠାରେ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।

ଏ ନେଇ ଗଣ ମାଧ୍ୟମକୁ ସାଂସଦ ପିନାକୀ ମିଶ୍ର କହିଛନ୍ତି ଯେ, ପାଣ୍ଡିଆନ ଆଜି ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁ ଦଳରେ ସାମିଲ ହୋଇଛନ୍ତି। ତାଙ୍କର ଯେଉଁ ପ୍ରଶାସନିକ ଅଭିଜ୍ଞତା ରହିଛି ତାହା ଦଳ ପାଇଁ ବେଶ ସହାୟକ ହେବ। ତାଙ୍କର ଦଳରେ ମିଶ୍ରଣକୁ ଦେବୀ ମିଶ୍ର, ସଂଜୟ ଦାସ ବର୍ମା, ଅରୁଣ ସାହୁ ପ୍ରମୁଖ ନିଶ୍ଚିତ କରିଛନ୍ତି। ଫଳରେ ଆଜିଠାରୁ ବିଜୁ ଜନତା ଦଳର ଏକ ନୂଆ ଇନିଂସ ଆରମ୍ଭ ହେବ।

ଆଜି ସକାଳେ ଭି କେ ପାଣ୍ଡିଆନ ପୁରୀ ଯାଇ ସେଠାରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ଏହାପରେ ନବୀନ ନିବାସ ଆସି ସେ ବିଜେଡିର ବହୁ ବରିଷ୍ଠ ନେତାଙ୍କ ଗହଣରେ ଆସି ଦଳରେ ସାମିଲ ହୋଇଥିଲେ। ଏହାପରେ ପାଣ୍ଡିଆନ ଶଙ୍ଖ ଭବନରକୁ ଯାଇ ସେଠାରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀରକୁ ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

October 14, 2026
Latest News

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.