Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମ ଦେଶରେ ନିବେଶ କରିବାକୁ ବିଶ୍ୱକୁ ସ୍ୱାଗତ କରୁଛୁ, ଭାରତ ନିରାଶ କରିବ ନାହିଁ: ପ୍ରଧାନମନ୍ତ୍ରୀ
ଆଜିର ଖବର

ଆମ ଦେଶରେ ନିବେଶ କରିବାକୁ ବିଶ୍ୱକୁ ସ୍ୱାଗତ କରୁଛୁ, ଭାରତ ନିରାଶ କରିବ ନାହିଁ: ପ୍ରଧାନମନ୍ତ୍ରୀ

November 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନିବେଶସ୍ଥଳୀ ଭାବେ ଭାରତକୁ ନେଇ ଉଦ୍ୟୋଗୀ ବେଶ୍ ଆଶାବାଦୀ ଥିବା ପ୍ରକାଶ କରିଛନ୍ତି।

ଲେଖକ ତଥା ଉଦ୍ୟୋଗୀ ବାଲାଜୀ ଏସ୍ ଏକ୍ସ ପୋଷ୍ଟରେ ଭାରତକୁ ଏକ ପ୍ରାଚୀନ ସଭ୍ୟତା ବୋଲି କହିବା ସହ ଏକ ଷ୍ଟାର୍ଟଅପ୍ ଦେଶ ଭାବେ ଅଭିହିତ କରିଛନ୍ତି ଏବଂ ଭାରତର ସାମର୍ଥ୍ୟ ବାବଦରେ କହିଛନ୍ତି।

 

ପ୍ରତିକ୍ରିୟାରେ ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ‘ଆପଣଙ୍କ ଆଶାବାଦିତାକୁ ମୁଁ ଭଲ ପାଏ ଏବଂ ଏହା ମଧ୍ୟ କହିବି ଯେ, ଯେବେ ନବସୃଜନର କଥା ଆସେ ଭାରତର ଲୋକ ଟ୍ରେଣ୍ଡ୍‌ସେଟର ସହ ଅଗ୍ରଣୀ ଥା’ନ୍ତି।  ଆମ ଦେଶରେ ନିବେଶ ପାଇଁ ଦୁନିଆକୁ ଆମେ ସ୍ୱାଗତ କରୁଛୁ। ଭାରତ କେବେ ନିରାଶ କରିବ ନାହିଁ।’

Share. Facebook Twitter LinkedIn Email WhatsApp Copy Link

Related Posts

Mukteswar Dance Festival: ଆରମ୍ଭ ହେଲା ମୁକ୍ତେଶ୍ଵର ନୃତ୍ୟ ଉତ୍ସବ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 23, 2026

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026
Latest News

Mukteswar Dance Festival: ଆରମ୍ଭ ହେଲା ମୁକ୍ତେଶ୍ଵର ନୃତ୍ୟ ଉତ୍ସବ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 23, 2026

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.