Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଷ୍ଟ୍ରେଲିଆ ବିପକ୍ଷରେ ୨ହଜାର ରନ୍‌ ପୂରଣ କଲେ ରୋହିତ ଶର୍ମା
ଆଜିର ଖବର

ଅଷ୍ଟ୍ରେଲିଆ ବିପକ୍ଷରେ ୨ହଜାର ରନ୍‌ ପୂରଣ କଲେ ରୋହିତ ଶର୍ମା

June 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Rohit scores fastest 2K runs vs Australia
Rohit scores fastest 2K runs vs Australia

ଭାରତୀୟ ଓପ୍‌ନର ରୋହିତ ଶର୍ମା ବିଶ୍ବକପ୍‌ର ଦ୍ବିତୀୟ ମ୍ୟାଚ୍‌ରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି । ଚତୁର୍ଥ ଖେଳାଳି ଭାବରେ ରୋହିତ ଅଷ୍ଟ୍ରେଲିଆ ବିପକ୍ଷରେ ୨ହଜାର ରନ୍‌ ପୂରଣ କରିଛନ୍ତି । ବିଶ୍ବକପ୍‌ର ଦ୍ବିତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ଅର୍ଦ୍ଧଶତକ(୫୭) ହାସଲ କରିବା ସହିତ ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି । ଅଷ୍ଟ୍ରେଲିଆ ବିପକ୍ଷରେ ୩୭ ମ୍ୟାଚ୍‌ରୁ ୨୦୦୦ ରନ୍‌ ସଂଗ୍ରହ କରିଛନ୍ତି ରୋହିତ ।ପୂର୍ବରୁ ଡେସମଣ୍ଡ ହେନ୍ସ ୫୯ଇନିଂସ, ସଚିନ୍‌ ତେନ୍ଦୁଲକର ୫୧ଟି ମ୍ୟାଚ୍‌ରୁ ଏବଂ ଭିଭିଆନ୍‌ ରିଚାର୍ଡସ୍‌ ୪୫ମ୍ୟାଚ୍‌ରୁ ଏହି ଉପଲବ୍ଧି ହାସଲ କରିଛନ୍ତି । ରୋହିତ ୨୦୭ ଦିନିକିଆରୁ ୮୧୩୨ରନ୍‌ କରିଥିବା ବେଳେ ୨୩ଟି ଶତକ ଏବଂ ୪୧ଟି ଅର୍ଦ୍ଧଶତକ ହାସଲ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜନବସତି ବିହୀନ ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

January 22, 2026

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026
Latest News

ଜନବସତି ବିହୀନ ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

January 22, 2026

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ଗ୍ରାମରକ୍ଷୀଙ୍କ ପାଇଁ ବଡ ଖବର: ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.