Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ବାଲିଯାତ୍ରାରେ ଜୀ ସାର୍ଥକ ଦେବ ଭରପୁର ମନୋରଞ୍ଜନ ସହିତ ଆକର୍ଷଣୀୟ ପୁରସ୍କାର
ଆଜିର ଖବର

କଟକ ବାଲିଯାତ୍ରାରେ ଜୀ ସାର୍ଥକ ଦେବ ଭରପୁର ମନୋରଞ୍ଜନ ସହିତ ଆକର୍ଷଣୀୟ ପୁରସ୍କାର

November 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶା ନୌବାଣିଜ୍ୟ ପରମ୍ପରାର ସମୃଦ୍ଧ ତଥା ଗୌରବମୟ ଇତିହାସର ପ୍ରତୀକ ବିଶ୍ଵ ପ୍ରସିଦ୍ଧ କଟକ ବାଲିଯାତ୍ରା ଯାହା ଆରମ୍ଭ ହୋଇଛି ନଭେମ୍ବର ୨୭ରୁ ଆରମ୍ଭ ହୋଇଛି କଟକ ବାଲିଯାତ୍ରା ପଡିଆରେ ଯେଉଁଠି ‘ଜୀ ସାର୍ଥକ’ର ପକ୍ଷରୁ ଏକ ଷ୍ଟଲ ଖୋଲାଯାଇଛି। ଏହି ଷ୍ଟଲରେ ଜୀ ସାର୍ଥକ ଦର୍ଶକଙ୍କ ଭରପୁର ମନୋରଞ୍ଜନ କରିବା ସହ ଛୋଟ ଛୋଟ ପ୍ରତିଯୋଗିତା ମାଧ୍ୟମରେ ଆକର୍ଷଣୀୟ ପୁରସ୍କାର ମଧ୍ୟ ଦେବ।

ଏହି ଷ୍ଟଲରେ ଜୀ ସାର୍ଥକର ଫିଲ୍ମ ଓ ମେଗା ଧାରାବାହିକର ଲୋକପ୍ରିୟ କଳାକାରମାନେ ବାଲିଯାତ୍ରା ବୁଲିବାକୁ ଆସିଥିବା ଦର୍ଶକଙ୍କ ମନୋରଞ୍ଜନ କରିବା ସହ ସେମାନଙ୍କ ସହ ମଧ୍ୟ ମିଶିବେ। ପ୍ରତିଦିନ ଜୀ ସାର୍ଥକରେ ପ୍ରସାରିତ ରିଆଲିଟି ସୋ “ସାରେଗାମାପା”ର କଣ୍ଠଶିଳ୍ପୀମାନେ ଏହି ଠାରେ ଆୟାଜିତ ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଗୀତ ଗାଇବେ ଏବଂ ଲୋକପ୍ରିୟ ସୋ “ଦିଦି ନମସ୍କାର” ଫର୍ମାଟରେ ବାଲିଯାତ୍ରାରେ ଦର୍ଶକଙ୍କ ସହ କୌତୁହଳ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ବି ରଖାଯିବ। ଦର୍ଶକ ନିଜ ପ୍ରିୟ କଳାକାରମାନଙ୍କୁ ପାଖରେ ଦେଖିପାରିବା ସହ ସେମାନଙ୍କ ସହ କଥା ମଧ୍ୟ ହୋଇପାରିବେ ଏବଂ ଦର୍ଶକ ଢ଼େର ସାରା ମଜା ମସ୍ତି କରିପାରିବେ।

ଜୀ-ସାର୍ଥକର ଚିଫ୍ ଚ୍ୟାନେଲ୍‌ ଅଫିସର ପ୍ରତୀକ ସିଲ୍ କହିଛନ୍ତି ଯେ, କଟକ ବାଲିଯାତ୍ରା ସାରା ବିଶ୍ବରେ ପରିଚିତ ଓ ଜୀ-ସାର୍ଥକ ବିଭିନ୍ନ ସମୟରେ ନିଆରା କାର୍ଯକ୍ରମ ଓ ପ୍ରତିଯୋଗିତା ମାଧ୍ୟମରେ ଦର୍ଶକଙ୍କ ନିକଟତର ହେବ ପାଇଁ ତେଣୁ ଏହି ବାଲିଯାତ୍ରା ଏକ ବଡ଼ ମାଧ୍ୟମ ହେବ ଦର୍ଶକ ଓ କଳାକାରଙ୍କୁ ମିଶିବା ପାଇଁ। ଦର୍ଶକଙ୍କ ସହିତ ଜୀ-ସାର୍ଥକର ସମ୍ପର୍କ ଆହୁରି ମଜବୁତ ହେବ। ବାଲିଯାତ୍ରା ଏଥର ଆହୁରି ବଡ ଆକାରରେ ହେଉଥିବା ବେଳେ ‘ଜୀ ସାର୍ଥକ’ର ଏହି ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମ ଲୋକଙ୍କୁ ଆହୁରି ଅଧିକ ନିଶ୍ଚିତ ଆକୃଷ୍ଟ କରିବ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026
Latest News

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.