Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»5T ଅଧ୍ୟକ୍ଷ ତଥା ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ନାତି
ଆଜିର ଖବର

5T ଅଧ୍ୟକ୍ଷ ତଥା ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ନାତି

November 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ନାତି ଶ୍ରୀ ଧୀରେନ୍ଦ୍ର ଦାସ ନବୀନ ନିବାସ ଠାରେ 5T ଅଧ୍ୟକ୍ଷ ତଥା ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଭେଟି ତାଙ୍କ ନୂତନ ଦାୟିତ୍ବ ପାଇଁ ଶୁଭେଚ୍ଛା ଜଣାଇଥିଲେ।

ଶ୍ରୀ ଦାସ ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଐତିହ୍ୟସ୍ଥଳୀ ଓ ଐତିହାସିକ ସ୍ଥଳୀର ରୂପାନ୍ତର ଉଦ୍ୟମରେ ବିକଶିତ ହୋଇଥିବା ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋର ରୂପାନ୍ତର ପାଇଁ ଧନ୍ୟବାଦ ଦେଇଥିଲେ। ସୁଆଣ୍ଡୋ ଆଜି ପ୍ରତ୍ୟେକ ଓଡିଆଙ୍କ ପାଇଁ ଏକ ଦର୍ଶନୀୟ ସ୍ଥାନରେ ପରିଣତ ହୋଇଛି।

ଉତ୍କଳମଣିଙ୍କ ସମ୍ମାନାର୍ଥେ ସୁଆଣ୍ଡୋର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକତା ଓ 5T ଅଧ୍ୟକ୍ଷଙ୍କ ପ୍ରଚେଷ୍ଟାକୁ ସୁଆଣ୍ଡୋବାସୀ ତଥା ସମଗ୍ର ପୁରୀ ଜିଲ୍ଲାବାସୀ ଭୂୟସୀ ପ୍ରଶଂସା କରୁଛନ୍ତି ବୋଲି ସେ କହିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026

ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ବିରଳ ଯୋଡାମୁଣ୍ଡ ଶିଶୁ ଜନ୍ମ

October 14, 2026

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ଜୟପୁରରେ ଜରୁରୀ ଅବତରଣ

October 14, 2026
Latest News

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026

ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ବିରଳ ଯୋଡାମୁଣ୍ଡ ଶିଶୁ ଜନ୍ମ

October 14, 2026

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ଜୟପୁରରେ ଜରୁରୀ ଅବତରଣ

October 14, 2026

ପାଲଘରରେ ଭୟାବହ ଅଗ୍ନିକାଣ୍ଡ: ଦୁଇ ମହିଳା ମୃତ, ୬ ଗୁରୁତର

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.