Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚୀନ୍‌ରେ ପଥର ଖଣି ଭୁଶୁଡି 9 ମୃତ, 10 ଆହତ
ଆଜିର ଖବର

ଚୀନ୍‌ରେ ପଥର ଖଣି ଭୁଶୁଡି 9 ମୃତ, 10 ଆହତ

June 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
9 killed in china mines
9 killed in china mines

ଚୀନ୍‌ରେ ଏକ ପଥର ଖଣି ଭୁଶୁଡି 9 ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ଅନ୍ୟ 10 ଜଣ ଆହତ ହୋଇଛନ୍ତି । ଚୀନ୍‌ର ଉତ୍ତର ପୂର୍ବୀୟ ଅଞ୍ଚଳରେ ଥିବା ଜିଲିନ୍‌ ପ୍ରଦେଶରେ ଏହିୀ ଅଘଟଣ ସୋମବାର ଦିନ ଘଟିଥିବା ଜଣା ପଡିଛି । କୋଙ୍ଗାଙ୍ଗରେ ରହିଥିବା ଏକ ଖଣି ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି । ଲୋଞ୍ଜିଜିଆବୋ କମ୍ପାନୀର ଏହି ଖଣି ଏକ ଭୂକମ୍ପ ପ୍ରଭାବରେ ଭୁଶୁଡି ପଡିଥିଲା । ଏକ 2.3 ତୀବ୍ରତାର ଭୂକମ୍ପ ପ୍ରଭାବରେ ଏହି ଖଣି ଭୁଶୁଡି ପଡିଥିଲା । ଘଟଣା ସ୍ଥଳରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଜାରି କରାଯାଇଥିଲା । 9 ଜଣଙ୍କୁ ମୃତ ଘୋଷଣା କରାଯାଇଥିବା ବେଳ 10 ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତ୍ୟଗୁ ସଂଖ୍ୟା ବଢିବାର ସମ୍ଭାବନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Latest News

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.