Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂସଦର ଶୀତ କାଳୀନ ଅଧିବେଶନରେ ଆସିବ ୧୮ଟି ବିଲ
ଆଜିର ଖବର

ସଂସଦର ଶୀତ କାଳୀନ ଅଧିବେଶନରେ ଆସିବ ୧୮ଟି ବିଲ

November 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
"ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ": ସର୍ବଦଳୀୟ ବୈଠକରେ କହିଲେ ସରକାର
"ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ": ସର୍ବଦଳୀୟ ବୈଠକରେ କହିଲେ ସରକାର

ନୂଆଦିଲ୍ଲୀ: ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଥିବା ସଂସଦର ଶୀତକାଳୀନ ଅଧିବେଶନରେ ଜମ୍ମୁ-କଶ୍ମୀର ଓ ପୁଡୁଚେରୀରେ ମହିଳା ସଂରକ୍ଷଣ ଆଇନର ବ୍ୟବସ୍ଥାକୁ ବଢ଼ାଇବା ପାଇଁ ଦୁଇଟି ଏବଂ ଅପରାଧିକ ଆଇନ ବଦଳରେ ୩ ଟି ସମେତ ୧୮ଟି ବିଲକୁ ସରକାର ବୁଧବାର ତାଲିକାଭୁକ୍ତ କରିଛନ୍ତି।

ଲୋକସଭା ସଚିବାଳୟ ପକ୍ଷରୁ ଜାରି ବୁଲେଟିନ ଅନୁଯାୟୀ, ପାକିସ୍ତାନ ଅଧିକୃତ ଜମ୍ମୁ-କଶ୍ମୀର ଏବଂ ଅନୁସୂଚିତ ଜନଜାତିର କାଶ୍ମୀର ପ୍ରବାସୀ, ବିସ୍ଥାପିତ ବ୍ୟକ୍ତିଙ୍କୁ ପ୍ରତିନିଧିତ୍ୱ ପ୍ରଦାନ କରିବା ପାଇଁ ଜମ୍ମୁ-କଶ୍ମୀର ବିଧାନସଭାର ସଂଖ୍ୟା ୧୦୭ରୁ ୧୧୪କୁ ବୃଦ୍ଧି କରିବା ପାଇଁ ସରକାର ଏକ ବିଲ ଆଣିବାକୁ ଯୋଜନା କରିଛନ୍ତି।

ବିଲ ବ୍ୟତୀତ ୨୦୨୩-୨୪ ବର୍ଷ ପାଇଁ ଅନୁଦାନ ପାଇଁ ପ୍ରଥମ ପର୍ଯ୍ୟାୟ ସପ୍ଲିମେଣ୍ଟାରୀ ଦାବି ଅଧିବେଶନରେ ଉପସ୍ଥାପନ, ଆଲୋଚନା ଓ ମତଦାନ ପାଇଁ ସରକାର ତାଲିକାଭୁକ୍ତ କରିଛନ୍ତି।

ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୪ରୁ ଆରମ୍ଭ ହୋଇ ଡିସେମ୍ବର ୨୨ ପର୍ଯ୍ୟନ୍ତ ଚାଲିବ।

ଜମ୍ମୁ କଶ୍ମୀର ପୁଡୁଚେରୀ ଲୋକସଭା ସଚିବାଳୟ ଶୀତକାଳୀନ ଅଧିବେଶନ
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.