Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇତିହାସ ରଚିଲା ଉଗାଣ୍ଡା କ୍ରିକେଟ୍ ଦଳ, ୨୦୨୪ ଟି -୨୦ ବିଶ୍ୱକପ ପାଇଁ କଲା ଯୋଗ୍ୟତା ଅର୍ଜନ
ଆଜିର ଖବର

ଇତିହାସ ରଚିଲା ଉଗାଣ୍ଡା କ୍ରିକେଟ୍ ଦଳ, ୨୦୨୪ ଟି -୨୦ ବିଶ୍ୱକପ ପାଇଁ କଲା ଯୋଗ୍ୟତା ଅର୍ଜନ

November 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉଗାଣ୍ଡା କ୍ରିକେଟ୍ ଦଳ ଇତିହାସ ସୃଷ୍ଟି କରିଛି ଏବଂ ୨୦୨୪ ରେ ଖେଳାଯିବାକୁ ଥିବା ଟି -୨୦ ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଗତ ମଙ୍ଗଳବାର ଦିନ ନାମିବିୟା ଦଳ ଆଫ୍ରିକା କ୍ୱାଲିଫାୟର୍ସ ମାଧ୍ୟମରେ ଟି -୨୦ ବିଶ୍ୱକପ ୨୦୨୪ ପାଇଁ ଯୋଗ୍ୟତା ଅର୍ଜନ କରିଥିଲା। ବର୍ତ୍ତମାନ ଉଗାଣ୍ଡା କ୍ରିକେଟ୍ ଦଳ ୨୦୨୪ ଟି -୨୦ ବିଶ୍ୱକପ ଆଡକୁ ପାଦ ବଢେଇଛି।

ଆଫ୍ରିକା ଯୋଗ୍ୟତା ପର୍ଯ୍ୟାୟରୁ ଟି -୨୦ ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଉଗାଣ୍ଡା ଦ୍ୱିତୀୟ ଦଳ ହୋଇଛି। ଯୋଗ୍ୟତା ମ୍ୟାଚରେ ରୱାଣ୍ଡାକୁ ୯ ୱିକେଟ୍ ରେ ପରାସ୍ତ କରି ଉଗାଣ୍ଡା ଟି -୨୦ ବିଶ୍ଵକପ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଯୋଗ୍ୟତା ପର୍ଯ୍ୟାୟରେ ଉଗାଣ୍ଡା ୬ ଟି ମ୍ୟାଚ ମଧ୍ୟରୁ ୫ ଟି ଜିତିଥିଲା।

ଟି -୨୦ ବିଶ୍ୱକପ ପାଇଁ ଏପର୍ଯ୍ୟନ୍ତ ଯୋଗ୍ୟତା ଅର୍ଜନ କରିଥିବା ଦଳ:

ୱେଷ୍ଟଇଣ୍ଡିଜ୍, ଆମେରିକା, ଅଷ୍ଟ୍ରେଲିଆ, ଇଂଲଣ୍ଡ, ଭାରତ, ନେଦରଲ୍ୟାଣ୍ଡ, ନ୍ୟୁଜିଲ୍ୟାଣ୍ଡ, ପାକିସ୍ଥାନ, ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା, ଆଫଗାନିସ୍ତାନ, ବାଂଲାଦେଶ, ଆୟର୍ଲାଣ୍ଡ, ସ୍କଟଲ୍ୟାଣ୍ଡ, ପାପୁଆ ନ୍ୟୁ ଗିନି, କାନାଡା, ନେପାଳ, ଓମାନ, ନାମିବିୟା, ଉଗାଣ୍ଡା।

ଟି -୨୦ ବିଶ୍ୱକପ ଯୋଗ୍ୟତା ଅର୍ଜନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026
Latest News

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.