Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ପାରାଦ୍ବୀପ ବନ୍ଦରରୁ ଧରାପଡିଲା ୧୧୦୦ କୋଟି ଟଙ୍କାର କୋକେନ
ଆଜିର ଖବର

Breaking News: ପାରାଦ୍ବୀପ ବନ୍ଦରରୁ ଧରାପଡିଲା ୧୧୦୦ କୋଟି ଟଙ୍କାର କୋକେନ

December 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ପାରାଦ୍ବୀପ ବନ୍ଦରରୁ ଧରାପଡିଲା ୧୧୦୦ କୋଟି ଟଙ୍କାର କୋକେନ

ପାରାଦ୍ବୀପ: ଆଜି କଷ୍ଟମ୍ ବିଭାଗର ଏକ ବଡ ଧରଣର ଚଢାଉ କରି ନିଶାଦ୍ରବ୍ୟ କୋକେନ ଚାଲାଣ ହେଉଥିବା ବେଳେ ଧରିଛନ୍ତି। ଏକ ଜାହାଜରେ ଏହି ନାଶାଦ୍ରବ୍ୟ ବୋଝେଇ ହୋଇ ପାରାଦ୍ବୀପ ବନ୍ଦରରେ ଲାଗିଥିଲା। ଏହି ଖବର ପାଇବା ପରେ କଷ୍ଟମ ବିଭାଗ ତରଫରୁ ଏହି ଚଢାଉ କରାଯାଇଥିଲା।

ପ୍ରାରମ୍ଭିକ ପର୍ଯ୍ୟାୟରେ ଏହି ଜାହାଜରୁ ୨୦ ପ୍ୟାକେଟ ପରେ ୫୫ ପ୍ୟାକେଟ କୋକେନ ମିଳିଥିବାର ଜଣାପଡିଛି। ଯାହାର ଓଜନ ପ୍ରାୟ ୧ କ୍ବାଣ୍ଟାଲ ୧୦ କେଜି ହେବ ବୋଲି ଜଣାପଡିଛି। ଏହାର ବଜାର ମୂଲ୍ୟ ୧୧୦୦ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

ଘଟଣାରୁ ଜଣାପଡିଛି ଯେ, ଇଣ୍ଡୋନେସିଆରୁ ଏକ ଜାହାଜ ଗତକାଲି ପାରାଦ୍ବୀପ ବନ୍ଦରରେ ଲାଗିଥିଲା।ଏହା ଓଡିଶାରୁ ଷ୍ଟିଲ ପ୍ଲେଟ ନେବା ପାଇଁ ଆସିଥିବାର ଜଣାପଡିଛି। ହେଲେ ଖାଲି ଜାହାଜରୁ କେତେକ ପ୍ୟାକେଟ ଆଉ ଏକ ଜାହାଜକୁ ସ୍ଥାନାନ୍ତରିତ ହେଉ ଥିବାର ଖବର ମିଳିଥିଲା।

ଏହା ଜଣାପଡିବା ପରେ ସ୍ଥାନୀୟ ପୋଲିସ ଏବଂ କଷ୍ଟମ୍ ବିଭାଗ ଚଢାଉ କରି ଏହି ପ୍ୟାକେଟ ଜବତ କରିଥିଲେ। ପରେ ଜଣାପଡିଥିଲା ଯେ ଏହା କୋକେନ ପ୍ୟାକେଟ। ଇଣ୍ଡୋନେସିଆରୁ ଆସିଥିବା ଜାହାଜରୁ ଏହା ଡେନମାର୍କ ଯିବାକୁ ଥିବା ଜାହାଜରେ ବୋଝେଇ କରାଯାଉଥିଲା। ବର୍ତ୍ତମାନ ଚଢାଉ ଜାରୀ ରହିଥିବାରୁ ପ୍ରକୃତରେ କେତେ ପ୍ୟାକେଟ କୋକେନ ରହିଛି ତାହାର ପୁରା ବିବରଣୀ ମିଳିପାରି ନାହିଁ।

paradip କୋକେନ ଡ୍ରଗ୍ସ ବେପାର ପାରାଦ୍ବୀପ ବନ୍ଦର
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026
Latest News

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.