Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ବନ୍ଦର ଗୁଡିକ ପାଇଁ ବିପଦ ସଂକେତ-୧ ଜାରି
ଆଜିର ଖବର

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ବନ୍ଦର ଗୁଡିକ ପାଇଁ ବିପଦ ସଂକେତ-୧ ଜାରି

December 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଙ୍ଗୋପସାଗରରେ ବାତ୍ୟା
ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ବନ୍ଦର ଗୁଡିକ ପାଇଁ ବିପଦ ସଂକେତ-୧ ଜାରି

ଭୁବନେଶ୍ବର: ବଙ୍ଗୋପ ସାଗରରେ ବାତ୍ୟା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ତରଫରୁ କୌଣସି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ଘରୋଇ ବିଶେଷଜ୍ଞ ଅନୁମାନ କରିଛନ୍ତି। ବର୍ତ୍ତମାନ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେଧିରେ ଅବପାତରେ ପରିଣତ ହୋଇଛି। ଏହା ପରବର୍ତ୍ତି ସମୟରେ ସକ୍ରିୟ ଅବପାତକୁ ପରିଣତ ହୋଇଛି। ଏ ନେଇ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି।

ଆସନ୍ତାକାଲି ଶନିବାରରେ ପାଗ ମେଘୁଆ ରହିବା ସହିତ ଝିପିଝିପ ବର୍ଷା ସମ୍ଭାବନା ରହିଛି। ସେହିପରି 3 ଓ 4 ତାରିଖ ବେଳକୁ ଏହା ଅଧିକ ଅନୁଭୂତ ହେବ। 4 ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ତରଫରୁ ସାତୋଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣି ଜାରି କରାଯାଇଛି।

ଓଡ଼ିଶାର ସମସ୍ତ ସାମୁଦ୍ରିକ ବନ୍ଦର ଗୁଡିକ ପାଇଁ ବିପଦ ସଂକେତ-୧ ଜାରି କରାଯାଇଛି। ୪ ତାରିଖ ସନ୍ଧ୍ୟା ରୁ ଓଡିଶା ଉପକୂଳର ଆଖପାଖ ଅଞ୍ଚଳକୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି।

cyclone ବଙ୍ଗୋପସାଗରରେ ବାତ୍ୟା ବାତ୍ୟା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Latest News

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.