Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ଝାରସୁଗୁଡାରେ ଆଇଟିଆଇ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଆଜିର ଖବର

Breaking News: ଝାରସୁଗୁଡାରେ ଆଇଟିଆଇ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

December 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାର ଲଖନ୍‌ପୁରଠାରେ ଏକ ITI ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ଏବଂ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ।

ସୂଚନାଯୋଗ୍ୟ ଯେ ଝାରସୁଗୁଡା ଜିଲ୍ଲା ଏକ ଖଣିବହୁଳ ଅଞ୍ଚଳ। ଏଠାରେ ଖଣି ଉତ୍ତୋଳନ ଓ ଅନ୍ୟାନ୍ୟ ଆନୁସାଙ୍ଗିକ କାମ ପାଇଁ ଦକ୍ଷ ମାନବସମ୍ବଳର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଠାରେ ITI ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ଏହି ନୂତନ ITIରେ ୯ଟି ବିଷୟରେ ପ୍ରଶିକ୍ଷଣ ଦିଆଯିବ। ମଞ୍ଜୁର ହୋଇଥିବା ଅର୍ଥରେ Academic ଓ Workshop Building ନିର୍ମାଣ କରାଯିବା ସହିତ ବିଭିନ୍ନ ଉପକରଣ ଓ ଯନ୍ତ୍ରପାତି କିଣାଯିବ।

ITI ଆଇଟିଆଇ ଝାରସୁଗୁଡା ନବନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ଅଙ୍ଗ ପ୍ରତିରୋପଣ ଏବଂ ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ

March 28, 2026

ଦୁଇ ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ ପ୍ରଚଳନ

March 28, 2026
Latest News

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ପାଣିନୀଙ୍କ ଠାରୁ ଏଆଇ ଷ୍ଟାକ୍ ପର୍ଯ୍ୟନ୍ତ: ଦିଲ୍ଲୀର ଏଆଇ ମଞ୍ଚରେ ଜାତୀୟ କ୍ଷମତାର ନୂତନ ପରିଭାଷା

March 28, 2026

ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

March 28, 2026

ରେଳବାଇରେ ଆପତ୍ତିଜନ ବିଜ୍ଞାପନ ପ୍ରଦର୍ଶନ ନିଷିଦ୍ଧ: ଅଶ୍ୱିନୀ ବୈଷ୍ଣବ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.