Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯମୁନା ଏକ୍ସପ୍ରେସ ଓ୍ବେ ଦୁର୍ଘଟଣାରେ 3 ମୃତ ଓ 3 ଆହତ
ଆଜିର ଖବର

ଯମୁନା ଏକ୍ସପ୍ରେସ ଓ୍ବେ ଦୁର୍ଘଟଣାରେ 3 ମୃତ ଓ 3 ଆହତ

June 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
3 KILLED in expressway
3 KILLED in expressway

ଯମୁନା ଏକ୍ସପ୍ରେସ୍‌ ଓ୍ବେରେ ଏକ ଦୁର୍ଘଟଣା ଘଟି 3 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ଅନ୍ୟ ତିନି ଜଣ ଆହତ ହୋଇଛନ୍ତି । ଏକ୍ସପ୍ରେସ୍‌ ଓ୍ବେର ସୁରିର ଅଞ୍ଚଳରେ ସୋମବାର ସକାଳେ ଏକ କାର ଏବଂ ବାଇକ୍‌ ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା । ପୋଲିସ୍‌ ସୂତ୍ରରୁ ପ୍ରାପ୍ତ ସୂଚନାନୁଯାୟୀ ନୋଇଡାରୁ ଆସୁଥିବା ଜଣେ ବାଇକ୍‌ ଆରୋହୀ ଏବଂ କାର୍‌ ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା । ଦୁଇ ବାଇକ୍‌ ଆରୋହୀ ନିହତ ହୋଇଥିବା ବେଳେ ରାସ୍ତା କଡରେ ଛିଡା ହୋଇଥିବା ଅନ୍ୟ ଜଣେ ମଧ୍ୟ ଏହି ଘଟଣାରେ ପ୍ରାଣ ହରାଇଥିଲେ । ସୁରେନ୍ଦ୍ର କୁମାର(32) ଏବଂ ଧର୍ମେନ୍ଦ୍ର(40) ଏହି ଘଟଣାରେ ପ୍ରାଣ ହରାଇଥିବା ବେଳେ କାର୍‌ ଡ୍ରାଇଭର୍‌ ବିଖାମ ସିଂଙ୍କୁ ପୋଲିସ୍‌ ଗିରଫ କରି ନେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026
Latest News

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.