Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଏସ୍‌ଏଫ୍ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ଆଜିର ଖବର

ବିଏସ୍‌ଏଫ୍ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

December 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିଏସ୍‌ଏଫ୍ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ‘ବିଏସ୍‌ଏଫ୍ ପ୍ରତିଷ୍ଠା ଦିବସରେ ଆମେ ଏହି ଉତ୍କୃଷ୍ଟ ବଳର ପ୍ରଶଂସା କରୁଛୁ, ଯିଏ କି ଆମ ସୀମା ରକ୍ଷକ ଭାବେ ପରିଚୟ ସୃଷ୍ଟି କରିଛି । ଆମ ଦେଶର ରକ୍ଷାରେ ସେମାନଙ୍କ ବୀରତା ଏବଂ ଅତୁଟ ଭାବନା ସେମାନଙ୍କ ସମର୍ପଣର ପ୍ରମାଣ। ପ୍ରାକୃତିକ ବିପର୍ଯ୍ୟୟ ବେଳେ ଉଦ୍ଧାର ଏବଂ ରିଲିଫ୍ କାମରେ ବିଏସ୍‌ଏଫ୍‌ର ଭୂମିକାକୁ ମୁଁ ପ୍ରଶଂସା କରୁଛି।’

ପ୍ରତିଷ୍ଠା ଦିବସ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ପ୍ରାକୃତିକ ବିପର୍ଯ୍ୟୟ ବିଏସ୍‌ଏଫ୍‌
Share. Facebook Twitter LinkedIn Email WhatsApp Copy Link

Related Posts

IPL ର ପ୍ରଥମ ମ୍ୟାଚରେ ବଡ଼ ସଫଳତା ହାସଲ କରିବେ ବିରାଟ କୋହଲି: ମାତ୍ର ୨୯ ଆବଶ୍ୟକ

March 28, 2026

କେରଳ ବିଧାନସଭା ନିର୍ବାଚନ: ​​ସମାନ ନାମର ଅନେକ ପ୍ରାର୍ଥୀ ସୃଷ୍ଟି କରୁଛନ୍ତି ଦ୍ୱନ୍ଦ୍ୱ

March 28, 2026

ନେପାଳରେ ରାଜନୈତିକ ଉତ୍ତେଜନା!: ବାଲେନ ଶାହ ଶପଥ ନେବା ମାତ୍ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ

March 28, 2026

ସୂଚନାର ସମୟୋଚିତ, ସ୍ୱଚ୍ଛ ଏବଂ ସୁଲଭ ପ୍ରସାରଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ପିଆଇବି ଏଡିଜି

March 28, 2026
Latest News

IPL ର ପ୍ରଥମ ମ୍ୟାଚରେ ବଡ଼ ସଫଳତା ହାସଲ କରିବେ ବିରାଟ କୋହଲି: ମାତ୍ର ୨୯ ଆବଶ୍ୟକ

March 28, 2026

କେରଳ ବିଧାନସଭା ନିର୍ବାଚନ: ​​ସମାନ ନାମର ଅନେକ ପ୍ରାର୍ଥୀ ସୃଷ୍ଟି କରୁଛନ୍ତି ଦ୍ୱନ୍ଦ୍ୱ

March 28, 2026

ନେପାଳରେ ରାଜନୈତିକ ଉତ୍ତେଜନା!: ବାଲେନ ଶାହ ଶପଥ ନେବା ମାତ୍ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ

March 28, 2026

ସୂଚନାର ସମୟୋଚିତ, ସ୍ୱଚ୍ଛ ଏବଂ ସୁଲଭ ପ୍ରସାରଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ପିଆଇବି ଏଡିଜି

March 28, 2026

Reliance Digital: ରିଲାଏନ୍ସ ଡିଜିଟାଲ ପକ୍ଷରୁ ଉତ୍କଳ ଦିବସ ପାଇଁ ସ୍ୱତନ୍ତ୍ର ଫେଷ୍ଟିଭ ଅଫର୍‌ର ଶୁଭାରମ୍ଭ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.