Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୁଗୁଡ଼ା ବ୍ଳକ ଅଞ୍ଚଳରେ ବଡ ଧରଣର ଅଗ୍ନିକାଣ୍ଡ: ଜଳି ପୋଡି ପାଉଁଶ ହେଲା ୯ ବଖରା ଘର
ଆଜିର ଖବର

ବୁଗୁଡ଼ା ବ୍ଳକ ଅଞ୍ଚଳରେ ବଡ ଧରଣର ଅଗ୍ନିକାଣ୍ଡ: ଜଳି ପୋଡି ପାଉଁଶ ହେଲା ୯ ବଖରା ଘର

December 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୁଗୁଡ଼ା ବ୍ଳକ ଅନ୍ତର୍ଗତ କରଚୁଲି ପଞ୍ଚାୟତ ପଡିଆଭଙ୍ଗା ଗ୍ରାମରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି। ଯେଉଁଥିରେ ୯ ବଖରା ଘର ପୋଡି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଛନ୍ତି।

ଅନ୍ୟ ପକ୍ଷରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଘଟଣାସ୍ଥଳରେ ପହଞ୍ଚି ଅଗ୍ନି ବିପନ୍ନ ପରିବାରଙ୍କୁ ଧୈର୍ଯ୍ୟ ଦେବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

ଅଗ୍ନିକାଣ୍ଡ ବୁଗୁଡ଼ା ବ୍ଳକ ଶ୍ରୀକାନ୍ତ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀରକୁ ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

October 14, 2026
Latest News

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ଦୁର୍ଗାପୂଜା ପାଇଁ ଭୁବନେଶ୍ୱରରେ ୧୯ ରୁ ୨୪ ପର୍ଯ୍ୟନ୍ତ ନୂଆ ଟ୍ରାଫିକ୍ କଟକଣା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.