Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାହୁଲ୍ ଓ ପ୍ରିୟଙ୍କାଙ୍କ ଆଗରେ ଫେରାଦ୍‌ ହେଲେ ସିଦ୍ଧୁ, ଦେଇପାରନ୍ତି ଇସ୍ତଫା !
ଆଜିର ଖବର

ରାହୁଲ୍ ଓ ପ୍ରିୟଙ୍କାଙ୍କ ଆଗରେ ଫେରାଦ୍‌ ହେଲେ ସିଦ୍ଧୁ, ଦେଇପାରନ୍ତି ଇସ୍ତଫା !

June 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sidhu meet rahul priyanka
sidhu meet rahul priyanka

ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂହ ଓ ମନ୍ତ୍ରୀ ନବଜୋତ ସିଂହ ସିଦ୍ଧୁଙ୍କ ମଧ୍ୟରେ ଚାଲିଥିବା ବିବାଦ ଏବେ ପଞ୍ଜାବରେ ସୀମିତ ନାହିଁ ଏବେ ଏହି କଥା ଦିଲ୍ଲୀ ଦରବାରରେ ପହଁଚିଛି । ଅମରିନ୍ଦରଙ୍କ ଉପରେ ରାଗିଥିବା ସିଦ୍ଧୁ ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନିକଟରେ ଫେରାଦ ଦେଇଛନ୍ତି । ଏହା ସହିତ ସିଦ୍ଧୁ ଏକ ଚିଠି ମଧ୍ୟ ରାହୁଲଙ୍କୁ ପ୍ରଦାନ କରିଛନ୍ତି । ରାହୁଲଙ୍କ ବ୍ୟତୀତ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଅହମ୍ମଦ ପଟେଲଙ୍କ ସହ ମଧ୍ୟ ସାକ୍ଷାତ କରିଛନ୍ତି । ସିଦ୍ଧୁ ଓ ଅମରିନ୍ଦରଙ୍କ ମଧ୍ୟରେ ଚାଲିଥିବା ମନ ମତାନ୍ତର ଯୋଗୁଁ ସିଦ୍ଧୁଙ୍କ ମନ୍ତ୍ରାଳୟ ପରିବର୍ତ୍ତନ କରାଯାଇଥିଲା । ଯାହାକୁ ନେଇ ସିଦ୍ଧୁ ଖୁସି ନଥିଲେ । ପରବର୍ତ୍ତୀ ସମୟରେ ପଞ୍ଜାବରେ ଅମରିନ୍ଦର ଗଢିଥିବା ୮ଟି ଟିମ୍‌ରେ ମଧ୍ୟ ସିଦ୍ଧୁଙ୍କୁ ସାମିଲ୍‌ ନ କରାଯିବା ନେଇ ବିବାଦ ଚରମ ସୀମାରେ ପହଞ୍ଚିଥିଲା । ଏବେ ସିଦ୍ଧୁ ମନ୍ତ୍ରିମଣ୍ଡଳରୁ ଇସ୍ତଫା ନେଇପାରନ୍ତି ବୋଲି ମଧ୍ୟ ଖବର ରହିଛି । ତେବେ ସିଦ୍ଧୁଙ୍କୁ ଆଗାମୀ ପଦକ୍ଷେପ କ’ଣ ହେବ ତା’କୁ ନେଇ ଚର୍ଚ୍ଚା ଲାଗି ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.