Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନରେ କ’ଣ ପାଇଲା ଅରବିନ୍ଦ କେଜ୍ରିୱାଲଙ୍କ AAP? ଜାଣନ୍ତୁ ସ୍ଥିତି
ଆଜିର ଖବର

ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନରେ କ’ଣ ପାଇଲା ଅରବିନ୍ଦ କେଜ୍ରିୱାଲଙ୍କ AAP? ଜାଣନ୍ତୁ ସ୍ଥିତି

December 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ ଏବଂ ତେଲେଙ୍ଗାନାର ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି। ଛତିଶଗଡ ଏବଂ ରାଜସ୍ଥାନରେ ଶାସକ କଂଗ୍ରେସକୁ ବିଜେପି ଝଟକା ଦେଇଛି। ଏହା ବ୍ୟତୀତ ମଧ୍ୟପ୍ରଦେଶରେ ବିଜେପି ବଡ଼ ବ୍ୟବଧାନରେ ଜିତିଛି। ସେପଟେ ତେଲେଙ୍ଗାନାରେ ଶାସକ ବିଆରଏସକୁ କଂଗ୍ରେସ ପରାସ୍ତ କରିଛି। ଏହି ନିର୍ବାଚନରେ ​​ଆମ୍ ଆଦମୀ ପାର୍ଟି ମଧ୍ୟ ଶକ୍ତିର ସହିତ ନିର୍ବାଚନ ମଇଦାନକୁ ପ୍ରବେଶ କରିଥିଲା, କିନ୍ତୁ ଦଳଜୁ ସବୁ ସ୍ଥାନରେ ପରାଜୟର ସାମ୍ନା କରିବାକୁ ପଡିଛି।

ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନରେ ଆମ ଆଦମି ପାର୍ଟି ଗୋଟିଏ ବି ଆସନ ପାଇନାହିଁ। ଛତିଶଗଡରେ ଆମ୍ ଆଦମୀ ପାର୍ଟିକୁ ୦.୯୪ ପ୍ରତିଶତ ଭୋଟରେ ସନ୍ତୁଷ୍ଟ ହେବାକୁ ପଡିଥିଛି। ମଧ୍ୟପ୍ରଦେଶରେ ଆପ କୁ ମାତ୍ର ୦.୪୩ ପ୍ରତିଶତ ଏବଂ ରାଜସ୍ଥାନରେ ୦.୩୮ ପ୍ରତିଶତ ଭୋଟ୍ ପାଇଛି। ଅରବିନ୍ଦ କେଜ୍ରିୱାଲଙ୍କ ଦଳ AAP ରାଜସ୍ଥାନର ୮୮ ଟି, ଛତିଶଗଡରେ ୫୭ ଟି ଏବଂ ମଧ୍ୟପ୍ରଦେଶର ୭୦ ରୁ ଅଧିକ ଆସନରେ ପ୍ରାର୍ଥୀ କରିଥିଲା।

aap ଅରବିନ୍ଦ କେଜ୍ରିୱାଲ ଆମ ଆଦମି ପାର୍ଟି ଛତିଶଗଡ ତେଲେଙ୍ଗାନା ମଧ୍ୟପ୍ରଦେଶ ରାଜସ୍ଥାନ
Share. Facebook Twitter LinkedIn Email WhatsApp Copy Link

Related Posts

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026

ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 29, 2026
Latest News

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026

ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 29, 2026

‘ଆର୍ଥ ଆୱାର’ ର ୨୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ବାଲୁକା କଳା ନିର୍ମାଣ କଲେ ସୁଦର୍ଶନ ପଟ୍ଟନାୟକ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.