ଭୁବନେଶ୍ବର: ମଧ୍ୟପ୍ରଦେଶ, ଛତିଶଗଡ ଓ ରାଜସ୍ଥାନ ପାଇଁ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସକାଳେ ଟେଲିଫୋନ ଯୋଗେ କଥା ହୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଛତିଶଗଡ ନବୀନ ପଟ୍ଟନାୟକ ନରେନ୍ଦ୍ର ମୋଦି ବିଧାନସଭା ନିର୍ବାଚନ ମଧ୍ୟପ୍ରଦେଶ ରାଜସ୍ଥାନ