Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆନ୍ଧ୍ରପ୍ରଦେଶର ବିକାଶ ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ସହଯୋଗ କରିବ : ମୋଦି
ଆଜିର ଖବର

ଆନ୍ଧ୍ରପ୍ରଦେଶର ବିକାଶ ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ସହଯୋଗ କରିବ : ମୋଦି

June 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
modi met jagan
modi met jagan

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ତିରୁପତି ଗସ୍ତରେ ଯାଇଛନ୍ତି । ଏହି ଗସ୍ତ ସମୟରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ଭେଟିଛନ୍ତି ମୋଦି । ଆନ୍ଧ୍ର ପ୍ରଦେଶର ବିକାଶ ପାଇଁ କେନ୍ଦ୍ର ସର୍ବଦା ପ୍ରଚେଷ୍ଟାରତ ଏବଂ ଏଥିପାଇଁ ଜଗନ ମୋହନଙ୍କ ସରକାରକୁ ସମ୍ପୂର୍ଣ୍ଣ ସହାୟତା କରାଯିବ ବୋଲି ମୋଦି କହିଛନ୍ତି । ତିରୁପତି ଦର୍ଶନ ପରେ ବିଜେପିର ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ ମୋଦି । ବିକାଶ ନିମନ୍ତେ ଆନ୍ଧ୍ରପ୍ରଦେଶ ନିକଟରେ ପ୍ରଚୁର ସୁଯୋଗ ରହିଛି ଏବଂ ବିଜେପି ସର୍ବଦା ବିକାଶଧାରାରେ ବିଶ୍ବାସ କରିଥାଏ ତେଣୁ ଜଗନ ସରକାରଙ୍କୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରାଯିବା ନେଇ ମୋଦି କହିଛନ୍ତି । ମୋଦିଙ୍କୁ ବିମାନ ବନ୍ଦରରୁ ପାଛୋଟି ନେଇଥିଲେ ଆନ୍ଧ୍ରପ୍ରଦେଶର ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ । ଉଭୟଙ୍କ ମଧ୍ୟରେ ଆଲୋଚନାରେ ଆନ୍ଧ୍ରପ୍ରଦେଶକୁ ସ୍ବତନ୍ତ୍ର ମାନ୍ୟତା ଦାବି କରିଥିଲେ ଜଗନ ।

Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Latest News

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.