Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାସ୍ତା ଦୁର୍ଘଟଣାରେ ସ୍କୁଟି ଚାଳକଙ୍କ ମୃତ୍ୟୁ
ଆଜିର ଖବର

ରାସ୍ତା ଦୁର୍ଘଟଣାରେ ସ୍କୁଟି ଚାଳକଙ୍କ ମୃତ୍ୟୁ

December 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋଷାଣୀ ନୁଆ ଗାଁ ଥାନା ଅନ୍ତର୍ଗତ ଆମ୍ବ ମାର୍କେଟ ନିକଟରେ ଏକ ପିକ୍ ଅପ୍ ଭ୍ୟାନ ଧକ୍କାରେ ଗୁରୁତର ଆହତ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ପାଟପୁର ଥାନା ଅନ୍ତର୍ଗତ ମହାନଳା ଗ୍ରାମର ସରୋଜ କୁମାର ଦାସ ବୋଲି ଜଣାପଡିଛି। ସେ ବ୍ରହ୍ମପୁର ସହରରେ ଦିନ ମଜୁରିଆ ଭାବେ କାମ ସାରି ନିଜ ଗାଁ କୁ ଫେରୁଥିବା ବେଳେ ନିକଟସ୍ଥ ଏକ ଆପାର୍ଟମେଣ୍ଟ ନିକଟରେ ପିକ୍ ଅପ୍ ଭ୍ୟାନ ଧକ୍କା ଦେଇ ଘଟଣାସ୍ଥଳରୁ ଭ୍ୟାନ ଚାଳକ ଫେରାର୍ ହୋଇ ଯାଇଥିଲେ।

ଖବର ପାଇ ଟ୍ରାଫିକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡ଼ିକୁ ଜବତ କରିବା ସହ ସରୋଜଙ୍କ ମୃତ ଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ରାସ୍ତା ଦୁର୍ଘଟଣା ସ୍କୁଟି ଚାଳକ
Share. Facebook Twitter LinkedIn Email WhatsApp Copy Link

Related Posts

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Latest News

“ଉଭୟଙ୍କ ପାଇଁ ନିରାଶାଜନକ”: କେନ୍ଦ୍ର ବଜେଟ ପରେ କାହିଁକି ଏଭଳି କହିଲେ ଇରାନର ବୈଦେଶିକ ମନ୍ତ୍ରୀ?

February 26, 2026

ବିଶ୍ୱର ନମ୍ବର-୧ ନେତା ହେଲେ ପ୍ରଧାନମନ୍ତ୍ରୀ ମୋଦି!: ବହୁତ ଦୂରରେ ଟ୍ରମ୍ଫ-ପୁଟିନ

February 26, 2026

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.