Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କନ୍ଧନୟାଗଡରେ ପୁଣି ବିଜେପି ନେତ୍ରୀ ସୁରମା ପାଢୀଙ୍କୁ କଳା ପତାକା ପ୍ରଦର୍ଶନ
ଆଜିର ଖବର

କନ୍ଧନୟାଗଡରେ ପୁଣି ବିଜେପି ନେତ୍ରୀ ସୁରମା ପାଢୀଙ୍କୁ କଳା ପତାକା ପ୍ରଦର୍ଶନ

December 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ଏବେ ରଣପୁର ନିର୍ବାଚନମଣ୍ଡଳୀ ଚଳଚଂଚଳ ହାଇଛି। ସୋମବାର ଭଳି ମଙ୍ଗଳବାର ଦିନ ମଧ୍ୟ କନ୍ଧନୟାଗଡ ପଚାଂୟତରେ ପୂର୍ବତନ ମନ୍ତ୍ରୀ ସୁରମା ପାଢୀଙ୍କୁ କଳା ପତକା ପ୍ରଦର୍ଶନ କରାଯାଇଛି। ୪ ଦିନ ତଳେ ବିଜେଡି ତରଫରୁ କନ୍ଧନୟାଗଡରେ ଏକ ସ୍ୱାସ୍ଥ୍ୟ କେନ୍ଦ୍ର ଉଦଘାଟନ ବେଳେ ବିଜେପି ତରଫରୁ ସ୍ଥାନୀୟ ବିଧାୟକଙ୍କୁ କଳା ପତକା ପ୍ରଦର୍ଶନ ସହ ବିଭିନ୍ନ ସ୍ଲୋଗାନ ଦିଆଯାଇଥିଲା। ଏବେ ପୁଣି ସେହି ପଚାଂୟତରେ ବିଜେଡି ତରଫରୁ ବିଜେପି ନେତ୍ରୀଙ୍କୁ କଳା ପତକା ପ୍ରଦର୍ଶନ କରାଯିବା ସହ ଗୋବ୍ୟାକ୍ ସ୍ଲୋଗାନ ଦିଆଯାଇଥିଲା। ସୋମବାର ଦିନ ଜଙ୍କିଆ ପଚାଂୟତରେ ଏଭଳି ଘଟଣା ଘଟିଥିବା ବେଳେ ମଙ୍ଗଳବାର ପୁଣି କନ୍ଧନୟାଗଡ ପଚାଂୟତରେ ଏହି ଘଟଣାର ପୁନରାବୃତ୍ତି ଘଟିଛି।

ଘଟଣାରୁ ପ୍ରକାଶ ଗତକାଲି ରଣପୁର ବ୍ଲକ ଚାନ୍ଦପୁର ପଚାଂୟତରେ କେନ୍ଦ୍ର ସରକାରଙ୍କ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଥିଲା। ପରେ ଏହି କାର୍ଯ୍ୟକ୍ରମ କନ୍ଧନୟାଗଡ ପଚାଂୟତରେ ଅନଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ସୁରମା ପାଢୀ,  ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା ଯୋଗ ଦେଇଥିଲେ। କିନ୍ତୁ ସୁରମା ପାଢୀଙ୍କ ଯୋଗଦାନକୁ ବିଜେଡି ତରଫରୁ ଜୋରଦାର ବିରୋଧ କରାଯାଇଥିଲା। କେବଳ ନିର୍ବାଚିତ ପ୍ରତିନିଧି ମାନେ ଏହି ବୈଠକରେ ବସି ପାରିବେ ବୋଲି ମତ ଦେବା ସହ ସୁରମାଙ୍କୁ କଳାପତକା ଦେଖାଇବା ସହ ଗୋବ୍ୟାକ୍ ସ୍ଲୋଗାନ ଦେଇଥିଲେ।

ଖବର ପାଇଁ ଘଟଣାସ୍ଥଳରେ ଚାନ୍ଦପୁର ପୁଲିସ ପହଚିଂ ସ୍ଥିତିକୁ ନିୟନ୍ତ୍ରଣ କରିଥିଲା।

ବିଜେଡି ବିଜେପି ନେତ୍ରୀ ସାଧାରଣ ନିର୍ବାଚନ ସୁରମା ପାଢ଼ୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜମ୍ମୁ କାଶ୍ମୀରରେ ସେନା ଏବଂ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ଦୁଇ ଆତଙ୍କବାଦୀ ନିହତ

September 17, 2026

ଭରତପୁର-ଚନ୍ଦକା ରାସ୍ତାରେ ଦନ୍ତା ଆତଙ୍କ, ଆହତ ହାତୀକୁ ଘଉଡ଼ାଇବାକୁ ବନ ବିଭାଗର ଉଦ୍ୟମ

September 17, 2026

୨୦୨୬ ଏସୀୟ କ୍ରୀଡ଼ା: ସେମିଫାଇନାଲ୍ ରେ ପହଞ୍ଚିଲା ବାଂଲାଦେଶ ମହିଳା ଦଳ

September 17, 2026

ଆନ୍ତଃରାଜ୍ୟ ବାଇକ ଚୋର ଗିରଫ, ବାଇକ୍‌ ଓ ମୋବାଇଲ ଜବତ

September 17, 2026
Latest News

ଜମ୍ମୁ କାଶ୍ମୀରରେ ସେନା ଏବଂ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ଦୁଇ ଆତଙ୍କବାଦୀ ନିହତ

September 17, 2026

ଭରତପୁର-ଚନ୍ଦକା ରାସ୍ତାରେ ଦନ୍ତା ଆତଙ୍କ, ଆହତ ହାତୀକୁ ଘଉଡ଼ାଇବାକୁ ବନ ବିଭାଗର ଉଦ୍ୟମ

September 17, 2026

୨୦୨୬ ଏସୀୟ କ୍ରୀଡ଼ା: ସେମିଫାଇନାଲ୍ ରେ ପହଞ୍ଚିଲା ବାଂଲାଦେଶ ମହିଳା ଦଳ

September 17, 2026

ଆନ୍ତଃରାଜ୍ୟ ବାଇକ ଚୋର ଗିରଫ, ବାଇକ୍‌ ଓ ମୋବାଇଲ ଜବତ

September 17, 2026

ପୂଜା ପାଇଁ ଫୁଲ ତୋଳିବା ହେଲା କାଳ, ଛାତରୁ ପଡ଼ି ୧୪ ବର୍ଷୀୟ ନାବାଳକ ମୃତ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.