Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ତ ରେଡ୍ଡୀ, ଆରମ୍ଭ ହେଲା କଂଗ୍ରେସ ଶାସନ
ଆଜିର ଖବର

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ତ ରେଡ୍ଡୀ, ଆରମ୍ଭ ହେଲା କଂଗ୍ରେସ ଶାସନ

December 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ତ ରେଡ୍ଡୀ, ଆରମ୍ଭ ହେଲା କଂଗ୍ରେସ ଶାସନ

ହାଇଦ୍ରାବାଦ: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ତ ରେଡ୍ଡୀ। ଆଜିଠାରୁ ତାଙ୍କ ନେତୃତ୍ୱରେ ତେଲେଙ୍ଗାନାରେ କଂଗ୍ରେସ ସରକାରଙ୍କ ଶାସନ ଆରମ୍ଭ ହେଲା।ହାଇଦ୍ରାବାଦର ଏଲ ବି ଷ୍ଟାଡିୟମରେ ରେବାନ୍ତ ରେଡ୍ଡୀ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତେଲେଙ୍ଗାନା ରାଜ୍ୟପାଳ ତାମିଲାଇସାଇ ସୌନ୍ଦର୍ଯ୍ୟରାଜନ ତାଙ୍କୁ ଶପଥ ଗ୍ରହଣ କରାଇଥିଲେ।

ତେଲେଙ୍ଗାନା ରାଜ୍ୟ ଗଠନ ପରେ କଂଗ୍ରେସ ପ୍ରଥମ ଥର କ୍ଷମତାକୁ ଆସିଛି। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରିୟଙ୍କା ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀ ଉପସ୍ଥିତ ଥିଲେ।  ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରାୟ ଏକ ଲକ୍ଷ ଲୋକ ଭାଗ ନେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟତିତ ୧୧ ଜଣ ବିଧାୟକ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।

ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ରେଡ୍ଡୀ ତାଙ୍କ ଧର୍ମପତ୍ନଙ୍କ ସହିତ ସୋନିଆ ଗାନ୍ଧୀଙ୍କ ପାଦ ଛୁଇଁ ଆର୍ଶିବାଦ ଗ୍ରହଣ କରିଥିଲେ।

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବାନ୍ତ ରେଡ୍ଡୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆପ ର ବଡ଼ ପଦକ୍ଷେପ: ବିଧାନସଭା ନିର୍ବାଚନ ପାଇଁ ମେଣ୍ଟ ଘୋଷଣା କଲେ ଅରବିନ୍ଦ କେଜରିୱାଲ

September 13, 2026

“କଂଗ୍ରେସ ସମ୍ପର୍କରେ ଅନେକ ବିଜେପି ନେତା”: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଦାବି

September 13, 2026

କାଜାଖସ୍ତାନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 13, 2026

ଛୁରୀରେ ବେକ କାଟି ସ୍ତ୍ରୀକୁ ନିର୍ମମ ଭାବେ ମାରିଦେଲା ସ୍ୱାମୀ

September 13, 2026
Latest News

ଆପ ର ବଡ଼ ପଦକ୍ଷେପ: ବିଧାନସଭା ନିର୍ବାଚନ ପାଇଁ ମେଣ୍ଟ ଘୋଷଣା କଲେ ଅରବିନ୍ଦ କେଜରିୱାଲ

September 13, 2026

“କଂଗ୍ରେସ ସମ୍ପର୍କରେ ଅନେକ ବିଜେପି ନେତା”: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଦାବି

September 13, 2026

କାଜାଖସ୍ତାନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 13, 2026

ଛୁରୀରେ ବେକ କାଟି ସ୍ତ୍ରୀକୁ ନିର୍ମମ ଭାବେ ମାରିଦେଲା ସ୍ୱାମୀ

September 13, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ରାୟଗଡ଼ା–କୋରାପୁଟ–ଜୟପୁର ରେଳ ସେକ୍ସନ୍ ପରିଦର୍ଶନ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.