Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜରାଟ ମୁହାଁ ହେଉଛି ସାମୁଦ୍ରିକ ଝଡ ବାୟୁ
ଆଜିର ଖବର

ଗୁଜରାଟ ମୁହାଁ ହେଉଛି ସାମୁଦ୍ରିକ ଝଡ ବାୟୁ

June 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
VAYU HEADING TOWARDS GUJARAT
VAYU HEADING TOWARDS GUJARAT

ପାଣିପାଗ ବିଭାଗ ବୁଲେଟିନ ଅନୁସାରେ ପୂର୍ବ କେନ୍ଦ୍ରୀୟ ଓ ଏହାର ନିକଟବର୍ତ୍ତୀ ଦକ୍ଷିଣ ପୂର୍ବ ଆରବ ସାଗର ଏବଂ ଲାକ୍ଷାଦ୍ବୀପ ମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର ପଶ୍ଚିମରେ ଗତି କରୁଛି। ଘଣ୍ଟା ପ୍ରତି ଏହାର ବେଗ ରହିଛି ୧୫କିମି। ଅବପାତ ଘନୀଭୂତ ହୋଇ ତୀବ୍ର ଅବପାତରେ ପରିଣତ ହେବା ସହିତ ଏବେ ଲାକ୍ଷାଦ୍ବୀପଠାରୁ ୩୨୦କିମି ଏବଂ ମୁମ୍ବଇଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୬୮୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ବାତ୍ୟା ୭୨ଘଣ୍ଟା ଭିତ‌େର ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ପୋରବନ୍ଦର ଏବଂ ମାହୁଭା ମଧ୍ୟରେ ଅତିକ୍ରମ କରିପାରେ। ବାତ୍ୟା ସମୟରେ ପବନର ବେଗ ୧୨୫ରୁ ୧୩୫ କିମି କିମ୍ବା କିଛି ସ୍ଥାନରେ ୧୫୦ କିମି ଟପିବାର ସମ୍ଭାବନା ରହିଛି। ୧୨ ତାରିଖ ମଧ୍ୟରାତ୍ରି କିମ୍ବା ୧୩ ତାରିଖ ସକାଳ ସୁଦ୍ଧା ଗୁଜରାଟ ଉପକୂଳରେ ସ୍ଥଳ ଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ଆଇଏମ୍‌ଡି ସୂଚନାନୁଯାୟୀ, ଆରବ ସାଗରରେ ସୃଷ୍ଟି ହୋଇଥିବା ଝଡ଼ ସମ୍ପ୍ରତି ୩୦୦ କିମି ଦୂରରେ ରହିଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ମଧ୍ୟରେ ଦେଶର ପଶ୍ଚିମ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ଗୁଜରାଟ ଉପକୂଳରେ ଝଡ଼ବାତ୍ୟା ସମ୍ପର୍କିତ ସତର୍କ ସୂଚନା ଜାରି କରାଯାଇଛି। ସେନା, ତଟରକ୍ଷୀ ଓ ଏନ୍‌ଡିଆରଏଫକୁ ମୁକାବିଲା ପାଇଁ ପ୍ରସ୍ତୁତ ରଖାଯାଇଛି।

cyclone gujurat thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ହାଇଦ୍ରାବାଦକୁ ପରାସ୍ତ କରି କ୍ୱାଲିଫାୟର ୨ ରେ ସ୍ଥାନ ସୁରକ୍ଷିତ କଲା ରାଜସ୍ଥାନ: ଇତିହାସ ରଚିଲେ ବୈଭବ

May 27, 2026

ଓଡିଶା ବିଧାନସଭାର ଶ୍ରେଷ୍ଠ ବିଧାୟକ ଚୟନ ପାଇଁ କମିଟି ଗଠନ

May 27, 2026

ପୁଣି ଚର୍ଚ୍ଚା ଧରିଲା ଫଡନଭିସ୍ ଏବଂ ଠାକରେ ଗୋଷ୍ଠୀ ମଧ୍ୟରେ ଘନିଷ୍ଠତା !

May 27, 2026

ଘର ଉପରେ ଗଛ ପଡି ମହିଳା ମୃତ

May 27, 2026
Latest News

ହାଇଦ୍ରାବାଦକୁ ପରାସ୍ତ କରି କ୍ୱାଲିଫାୟର ୨ ରେ ସ୍ଥାନ ସୁରକ୍ଷିତ କଲା ରାଜସ୍ଥାନ: ଇତିହାସ ରଚିଲେ ବୈଭବ

May 27, 2026

ଓଡିଶା ବିଧାନସଭାର ଶ୍ରେଷ୍ଠ ବିଧାୟକ ଚୟନ ପାଇଁ କମିଟି ଗଠନ

May 27, 2026

ପୁଣି ଚର୍ଚ୍ଚା ଧରିଲା ଫଡନଭିସ୍ ଏବଂ ଠାକରେ ଗୋଷ୍ଠୀ ମଧ୍ୟରେ ଘନିଷ୍ଠତା !

May 27, 2026

ଘର ଉପରେ ଗଛ ପଡି ମହିଳା ମୃତ

May 27, 2026

ଖୁବଶୀଘ୍ର ଚାଲିବ ପ୍ରଥମ ସ୍ବଦେଶୀ ହାଇଡ୍ରୋଜେନ୍‌ ଟ୍ରେନ୍

May 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.