Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୨୭ ବାଟାଲିୟନ CRPF ଦ୍ୱାରା ଜନସମ୍ପର୍କ ଶିବିର ଆୟୋଜିତ
ଆଜିର ଖବର

୧୨୭ ବାଟାଲିୟନ CRPF ଦ୍ୱାରା ଜନସମ୍ପର୍କ ଶିବିର ଆୟୋଜିତ

December 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଜି/୧୨୭ ବାଟାଲିୟନ CRPF, ଯିଏକି ନକ୍ସଲ ବିରୋଧୀ କାର୍ଯ୍ୟ ପାଇଁ ପୋଲିସ ଷ୍ଟେସନ ବେଲଘର ନିୟୋଜିତ। ବେଲଘର ନିକଟସ୍ଥ ସରଦପୁର, ମେଣ୍ଡାବାରୁ, ବେଲା ସାରଦା, କରଜାଣ୍ଡି, ଜାଜୋଙ୍ଗୀ ଏବଂ ଝିରିପାଣି ଗାଁ ର ଗରିବ ପରିବାର ଲୋକମାନଙ୍କୁ କମାଣ୍ଡେଣ୍ଟ -୧୨୭ ବାଟାଲିୟନ CRPF ତଥା ବଟାଲିୟନ ଅନ୍ୟ କର୍ମୀ, ସ୍ଥାନୀୟ ପ୍ରଶାସନରୁ ବନ ରେଞ୍ଜର ବେଲଘର, ବେଲଘର, ଥାନା ଅଧିକାରୀ, ଝିରିପାଣି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ଝିରିପାଣିର ସରପଞ୍ଚ ସହିତ କ୍ଷେତ୍ରର ଅନ୍ୟ ଗଣମାନ୍ୟ ବ୍ୟକ୍ତି ଉପସ୍ଥିରେ ମାଗଣା ଔଷଧ ଓ କମଳ ବଣ୍ଟନ ଯାଇଅଛି।

ଏହି କାର୍ଯ୍ୟକ୍ରମ ଭାରତ ସରକାର, ଗୃହ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମାନବିକ ନାଗରିକ ଆର୍ଥିକ ସହାୟତା ଯୋଜନା ଅଧୀନରେ ଏହି ପ୍ରକ୍ରିୟା ଆୟୋଜିତ ହୋଇଥିଲା। ଏହି ଯୋଜନ ଅଧୀନରେ ସମୁଦାୟ ୫୦୦ ରୁ ଅଧିକ ଲୋକ ଉପକୃତ ହୋଇଛନ୍ତି। ଏହି ସମୟରେ ରଙ୍ଗା ରଙ୍ଗ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା। କମାଣ୍ଡାଣ୍ଟ -୧୨୭ ବାଟାଲି୍ୟାନ କହିଛନ୍ତି ଯେ, ଆଗାମୀ ଦିନରେ କନ୍ଧମାଳ ଜିଲ୍ଲାର ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ଏଭଳି କାର୍ଯ୍ୟକ୍ରମ କରାଯିବ।

crpf ଗୃହ ମନ୍ତ୍ରଣାଳୟ ଜନସମ୍ପର୍କ ଶିବିର ଭାରତ ସରକାର ମାଗଣା ଔଷଧ
Share. Facebook Twitter LinkedIn Email WhatsApp Copy Link

Related Posts

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026

୨୦୨୭ ନିର୍ବାଚନ ପୂର୍ବରୁ କଂଗ୍ରେସର ମାରାଥନ୍ ପ୍ରସ୍ତୁତି, ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ

September 16, 2026

ଟ୍ରେନ ଟିକେଟର ଦାମ ବଢ଼ିବ କି? UPIରେ ₹୨,୦୦୦ରୁ ଅଧିକ ପେମେଣ୍ଟ ନେଇ ବଡ଼ ଅପଡେଟ୍

September 16, 2026
Latest News

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଭାରତକୁ UNSCରେ ସ୍ଥାୟୀ ସ୍ଥାନ କାହିଁକି ମିଳିବା ଉଚିତ?: ଜାଣନ୍ତୁ ୫ ଟି ବଡ଼ କାରଣ

September 16, 2026

ଡିସେମ୍ବର ୪ରେ ରିଙ୍କୁ ସିଂହ ଓ ସାଂସଦ ପ୍ରିୟା ସରୋଜଙ୍କ ବିବାହ

September 16, 2026

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026

ଭାରତ ସହିତ ବାଣିଜ୍ୟ ଚୁକ୍ତିକୁ ମଞ୍ଜୁରୀ ଦେଲା ନ୍ୟୁଜିଲ୍ୟାଣ୍ଡ: ୯୫% ରପ୍ତାନି ଉପରେ ଉଚ୍ଛେଦ ହେବ ଶୁଳ୍କ!

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.