Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ 5ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ପରିକ୍ରମା ପ୍ରକଳ୍ପର କଲେ ସମୀକ୍ଷା
ଆଜିର ଖବର

ପୁରୀରେ 5ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ପରିକ୍ରମା ପ୍ରକଳ୍ପର କଲେ ସମୀକ୍ଷା

December 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀରେ 5ଟି
ପୁରୀରେ 5ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ପରିକ୍ରମା ପ୍ରକଳ୍ପର ସମୀକ୍ଷା

ପୁରୀ: ଆଜି ବଡି ଭୋରରୁ ପୁରୀରେ ପହଁଚିଛନ୍ତି 5ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ସେ ସେଠାରେ ଚାଲିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ବିଭାଗୀୟ ଅଧିକାରୀଙ୍କ ସହିତ ସମୀକ୍ଷା କରିଛନ୍ତି। ପ୍ରଥମେ ସେ ଶ୍ରୀମନ୍ଦିର ଭିତରକୁ ଯାଇ ସେଠାରେ ଶ୍ରୀଜିୟୁଙ୍କୁ ଦର୍ଶନ କରିଥିଲେ। ଏହାପରେ ସେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିଥିଲେ।

ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ କରୁଥିବା ନୂତନ ରାସ୍ତା ପାଇଁ ଜମି ଅଧିଗ୍ରହଣ ସମ୍ପର୍କରେ ସେ ସମୀକ୍ଷା କରିଛନ୍ତି। ସେହିପରି ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ କେତେ ଅଗ୍ରଗତି ହୋଇଛି ତାହାକୁ ମଧ୍ୟ ଅନୁଧ୍ୟାନ କରି ଶୀଘ୍ର ରାସ୍ତା କାମ ଶେଷ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ। ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ହେବାକୁ ଥିବା ଶୀତତାପ ସେଡେଡ଼ ଚଲାପଥ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା ମଧ୍ୟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ।

ଏହି ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ଥିଲେ।

ଶ୍ରୀମନ୍ଦିର ପରିକ୍ରମା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.