Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଭେଟି ସରକାର ଗଠନ ପାଇ ଅନୁରୋଧ କଲେ ବିଷ୍ଣୁଦେବ ସାଏ
ଆଜିର ଖବର

ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଭେଟି ସରକାର ଗଠନ ପାଇ ଅନୁରୋଧ କଲେ ବିଷ୍ଣୁଦେବ ସାଏ

December 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଭେଟି ସରକାର ଗଠନ ପାଇ ଅନୁରୋଧ କଲେ ବିଷ୍ଣୁଦେବ ସାଏ

ରାୟପୁର: ଆଜି ସଂଧ୍ୟାରେ ଛତିଶଗଡର ମୁଖ୍ୟମନ୍ତ୍ରୀ ପଦବାଚ୍ୟ ବିଷ୍ଣୁଦେବ ସାଏ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତରେ ସେ ରାଜ୍ୟରେ ସରକାର ଗଠନ କରିବାକୁ ଡାକିବା ପାଇଁ ଅନୁରୋଧ କରିଛନ୍ତି। ଏହି ସାକ୍ଷାତ ସମୟରେ ଦୁଇଜଣ କେନ୍ଦ୍ରମନ୍ତ୍ରୀ, ଛତିଶଗଡ ବିଜେପି ପ୍ରଭାରୀ ପ୍ରମୁଖ ସାମିଲ ଥିଲେ।

ବିଷ୍ଣୁଙ୍କୁ ମୁଖ୍ୟମନ୍ତ୍ରୀ ବୋଲି ଘୋଷଣା ପରେ ତାଙ୍କ ଶିବିରରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି। ସେ ରାଜ୍ୟର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ ହେବେ। ସେ କୁନୁକୁରୀ ସଂରକ୍ଷିତ ଆସନରୁ ପ୍ରାୟ 25 ହଜାର ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛନ୍ତି।

Biswabhushan Harichandan ଛତିଶଗଡ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

୧୫ ବର୍ଷ ପରେ ଟେବୁଲ ଟପର ହେଲା RCB: ଜାଣନ୍ତୁ ଇତିହାସରେ କେତେଥର ହେଲା ନମ୍ବର ୧

May 23, 2026

‘ଅନଲାଇନ୍ ପ୍ଲାଟଫର୍ମ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଚାଲିଛି’: କୋକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କ ଦାବି

May 23, 2026

ପ୍ରଚୁର ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ରହିବା ସତ୍ତ୍ୱେ କାହିଁକି ବଢୁଛି ମୂଲ୍ୟ: ଜାଣନ୍ତୁ କାରଣ

May 23, 2026

ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ ଇରାନୀ ଆତଙ୍କବାଦୀ ଅଲ-ସାଦି !

May 23, 2026
Latest News

୧୫ ବର୍ଷ ପରେ ଟେବୁଲ ଟପର ହେଲା RCB: ଜାଣନ୍ତୁ ଇତିହାସରେ କେତେଥର ହେଲା ନମ୍ବର ୧

May 23, 2026

‘ଅନଲାଇନ୍ ପ୍ଲାଟଫର୍ମ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଚାଲିଛି’: କୋକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କ ଦାବି

May 23, 2026

ପ୍ରଚୁର ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ରହିବା ସତ୍ତ୍ୱେ କାହିଁକି ବଢୁଛି ମୂଲ୍ୟ: ଜାଣନ୍ତୁ କାରଣ

May 23, 2026

ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ ଇରାନୀ ଆତଙ୍କବାଦୀ ଅଲ-ସାଦି !

May 23, 2026

ଜାତୀୟ ରାଜପଥ ଦୁର୍ଘଟଣାରେ ବାପା ମୃତ ଝିଅ ଗୁରୁତର

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.