Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ଅର୍ଥନୈତିକ ଅଭିବୃଦ୍ଧିକୁ ଭୁଲ ଢଙ୍ଗରେ ପ୍ରଦର୍ଶିତ କରାଯାଇଛି : ଅରବିନ୍ଦ ସୁବ୍ରମଣ୍ୟନ୍‌
ଆଜିର ଖବର

ଭାରତୀୟ ଅର୍ଥନୈତିକ ଅଭିବୃଦ୍ଧିକୁ ଭୁଲ ଢଙ୍ଗରେ ପ୍ରଦର୍ଶିତ କରାଯାଇଛି : ଅରବିନ୍ଦ ସୁବ୍ରମଣ୍ୟନ୍‌

June 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବତନ ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା ଅରବିନ୍ଦ ସୁବ୍ରମଣ୍ୟନ୍‌ ଏକ ବିବାଦୀୟ ବୟାନ ଦେଇଛନ୍ତି। ୨୦୧୧-୧୨ ଆର୍ଥିକ ବର୍ଷରୁ ୨୦୧୭-୧୮ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା ରହିଥିବା ସୁବ୍ରମଣ୍ୟନ୍‌ ମଙ୍ଗଳବାର ଇଣ୍ଡିଆନ୍‌ ଏକ୍ସପ୍ରେସ୍‌ରେ ଲେଖିଥିବା ଏକ ନିବନ୍ଧ ନୂତନ ବିବାଦ ସୃଷ୍ଟି କରିଛି। ଉଭୟ ବିଜେପି ଏବଂ କଂଗ୍ରେସ ଅର୍ଥନୈତିକ ଅଭିବୃଦ୍ଧି ଏବଂ ଘରୋଇ ଅଭିବୃଦ୍ଧି ହାରକୁ ବଢାଇ ଚଢାଇ ଦେଖାଉଥିଲେ ବୋଲି କହିଛନ୍ତି ସୁବ୍ରମଣ୍ୟମ। ଘରୋଇ ଅଭିବୃଦ୍ଧି ହାର ଏହି ସମୟରେ ୪.୫ ପ୍ରତିଶତ ରହିଥିଲେ ମଧ୍ୟ ଉଭୟ ସରକାର ଏହାକୁ ୭ ପ୍ରତିଶତ ଉପରେ ଦେଖାଇଥିଲେ। ୟୁପିଏ-୨ ସରକାର ସମୟରେ ଯୋଗଦାନ କରିଥିବା ସୁବ୍ରମଣ୍ୟନ କହିଛନ୍ତି ଉଭୟ ସରକାର ଉତ୍ପାଦନକୁ ନେଇ ସର୍ବଦା ଅନ୍ଧାରରେ ରହୁଛନ୍ତି। ସରକାରଙ୍କୁ ମିଳୁଥିବା ସୂଚନା ଏବଂ ବାସ୍ତବତା ମଧ୍ୟରେ ଆକାଶ ପାତାଳର ଫରକ ରହିଛି। ତେଣୁ ଘରୋଇ ଅଭିବୃଦ୍ଧି ହାରର ଏପରି ଅବସ୍ଥାରେ ଅର୍ଥନୈତିକ ଅଭିବୃଦ୍ଧି ଅସମ୍ଭବ ବୋଲି କହିଛନ୍ତି ସୁବ୍ରମଣ୍ୟନ୍‌।

econonygrowth india thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.