Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେପ୍ଟେମ୍ବର ୩୦ ସୁଦ୍ଧା ଜମ୍ମୁ କାଶ୍ମୀରରେ କରାଯାଉ ନିର୍ବାଚନ, ଧାରା ୩୭୦ ଉପରେ ଶୁଣାଣି ସମୟରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଆଜିର ଖବର

ସେପ୍ଟେମ୍ବର ୩୦ ସୁଦ୍ଧା ଜମ୍ମୁ କାଶ୍ମୀରରେ କରାଯାଉ ନିର୍ବାଚନ, ଧାରା ୩୭୦ ଉପରେ ଶୁଣାଣି ସମୟରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

December 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁପ୍ରିମକୋର୍ଟ
ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରୁ ଧାରା ୩୭୦ ରଦ୍ଦ ହେବା ବିରୋଧରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଶୁଣାଣି ସମୟରେ କୋର୍ଟ କହିଛନ୍ତି ଯେ, ଧାରା ୩୭୦ର ଉଚ୍ଛେଦ ସାମ୍ବିଧାନିକ ବୈଧ ଅଟେ। ତେବେ ସୁପ୍ରିମକୋର୍ଟ କହିଛନ୍ତି ଯେ, ସେପ୍ଟେମ୍ବର ୩୦ ତାରିଖ ୨୦୨୪ ସୁଦ୍ଧା ଜମ୍ମୁ କାଶ୍ମୀରରେ ବିଧାନସଭା ନିର୍ବାଚନ ହେବା ଉଚିତ। ଜାମ୍ମୁ କାଶ୍ମୀରକୁ ରାଜ୍ୟ ଅଧିକାର ଫେରାଇବାକୁ କୋର୍ଟ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଧାରା ୩୭୦ ଉପରେ ହୋଇଥିବା ଶୁଣାଣି ସମୟରେ ଭାରତର ପ୍ରଧାନ ବିଚାରପତି ଡିଏ ଚନ୍ଦ୍ରଚୁଡ ସଲିସିଟର ଜେନେରାଲଙ୍କୁ କହିଛନ୍ତି ଯେ, ଜମ୍ମୁ କାଶ୍ମୀରକୁ ରାଜ୍ୟ ଅଧିକାର ଫେରାଇ ଦିଆଯିବ। କିନ୍ତୁ ଲଦାଖ କେନ୍ଦ୍ର ଶାସିତ ଅଞ୍ଚଳ ହୋଇ ରହିବ। ଅଦାଲତ କହିଛନ୍ତି ଯେ, ନୂତନ ନିର୍ଦ୍ଦେଶ ଆଧାରରେ ନିର୍ବାଚନ ଆୟୋଗ ଜମ୍ମୁ କାଶ୍ମୀରରେ ବିଧାନସଭା ନିର୍ବାଚନ କରିବା ଉଚିତ। ସେପ୍ଟେମ୍ବର ୩୦ ତାରିଖ ୨୦୨୪ ସୁଦ୍ଧା ବିଧାନସଭା ନିର୍ବାଚନ କର।

ଜମ୍ମୁ କାଶ୍ମୀର ଧାରା 370 ନିର୍ବାଚନ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସେପ୍ଟେମ୍ବର ୩୦
Share. Facebook Twitter LinkedIn Email WhatsApp Copy Link

Related Posts

ଏମସିଡି ଗୃହରେ ହଙ୍ଗାମା: ବିଜେପି-ଆପ୍ ମୁହାଁମୁହିଁ

October 23, 2026

ପାର୍ବଣ ପୂର୍ବରୁ ରୂପା ଆମଦାନିକୁ ବଡ଼ ଅନୁମତି, ଗ୍ରାହକଙ୍କୁ ମିଳିବ କି ଆଶ୍ୱସ୍ତି?

October 23, 2026

ଇସ୍ରାଏଲ ସ୍ୱାଧୀନତା ଦିବସରେ ମଶାଲ ପ୍ରଜ୍ୱଳନ ପାଇଁ ମୋଦୀଙ୍କୁ ନେତାନ୍ୟାହୁଙ୍କ ଆମନ୍ତ୍ରଣ

October 23, 2026

ବସ୍ ଦୁର୍ଘଟଣାରେ ୯ ମୃତ, ୩୯ ଆହତ

October 23, 2026
Latest News

ଏମସିଡି ଗୃହରେ ହଙ୍ଗାମା: ବିଜେପି-ଆପ୍ ମୁହାଁମୁହିଁ

October 23, 2026

ପାର୍ବଣ ପୂର୍ବରୁ ରୂପା ଆମଦାନିକୁ ବଡ଼ ଅନୁମତି, ଗ୍ରାହକଙ୍କୁ ମିଳିବ କି ଆଶ୍ୱସ୍ତି?

October 23, 2026

ଇସ୍ରାଏଲ ସ୍ୱାଧୀନତା ଦିବସରେ ମଶାଲ ପ୍ରଜ୍ୱଳନ ପାଇଁ ମୋଦୀଙ୍କୁ ନେତାନ୍ୟାହୁଙ୍କ ଆମନ୍ତ୍ରଣ

October 23, 2026

କୃଷକଙ୍କୁ ସଶକ୍ତ କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ : ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

October 23, 2026

ବସ୍ ଦୁର୍ଘଟଣାରେ ୯ ମୃତ, ୩୯ ଆହତ

October 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.