Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା ୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ଐତିହାସିକ: ପ୍ରଧାନମନ୍ତ୍ରୀ
ଆଜିର ଖବର

ଧାରା ୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ଐତିହାସିକ: ପ୍ରଧାନମନ୍ତ୍ରୀ

December 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟଙ୍କ ରାୟ ହେଉଛି ଐତିହାସିକ ଏବଂ ଏହା ୫ ଅଗଷ୍ଟ ୨୦୧୯ରେ ଭାରତୀୟ ସଂସଦ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତିକୁ ସାମ୍ବିଧାନିକ ଭାବେ ବଜାୟ ରଖିଛି।

ଶ୍ରୀ ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ ନ୍ୟାୟାଳୟ ତାଙ୍କ ଗଭୀର ଜ୍ଞାନରେ ଏକତାର ସାରତତ୍ତ୍ୱକୁ ସୁଦୃଢ଼ କରିଛନ୍ତି, ଯାହାକୁ ଆମେ ଭାରତୀୟ ଭାବରେ ସବୁଠାରୁ ଅଧିକ ପ୍ରିୟ ବୋଲି ମାନିଥାଉ ଏବଂ ସମ୍ମାନ ଦେଇଥାଉ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟଙ୍କ ଆଜିର ରାୟ ଐତିହାସିକ ଏବଂ ଏହା ୨୦୧୯ ଅଗଷ୍ଟ ୫ ତାରିଖରେ ଭାରତୀୟ ସଂସଦ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତିକୁ ସାମ୍ବିଧାନିକ ଭାବେ ବଜାୟ ରଖିଛି। ଏହା ଜାମ୍ମୁ, କାଶ୍ମୀର ଏବଂ ଲଦାଖର ଆମର ଭଉଣୀ ଓ ଭାଇମାନଙ୍କ ପାଇଁ ଆଶା, ପ୍ରଗତି ଏବଂ ଏକତାର ଏକ ଚମତ୍କାର ଘୋଷଣା। ନ୍ୟାୟାଳୟ ନିଜର ଗଭୀର ଜ୍ଞାନରେ ଏକତାର ସାରତତ୍ତ୍ୱକୁ ସୁଦୃଢ଼ କରିଛନ୍ତି, ଯାହାକୁ ଭାରତୀୟ ଭାବରେ ଆମେ ସବୁଠାରୁ ଅଧିକ ପ୍ରିୟ ବୋଲି ମାନିଥାଉ ଏବଂ ସମ୍ମାନ ଦେଇଥାଉ।

ମୁଁ ଜାମ୍ମୁ, କାଶ୍ମୀର ଏବଂ ଲଦାଖର ଦୃଢ଼ମନା ଲୋକଙ୍କୁ ଆଶ୍ୱାସନା ଦେବାକୁ ଚାହୁଁଛି ଯେ ଆପଣଙ୍କ ସ୍ୱପ୍ନ ପୂରଣ କରିବା ପାଇଁ ଆମର ପ୍ରତିବଦ୍ଧତା ଅତୁଟ ରହିଛି। ପ୍ରଗତିର ସୁଫଳ ଯେପରି କେବଳ ଆପଣଙ୍କ ପାଖରେ ପହଂଚିବ , ତାହା ନୁହେଁ ବରଂ ଧାରା ୩୭୦ ଯୋଗୁଁ କ୍ଷତିଗ୍ରସ୍ତ ଆମ ସମାଜର ସବୁଠାରୁ ଦୁର୍ବଳ ଏବଂ ଅବହେଳିତ ବର୍ଗଙ୍କୁ ମଧ୍ୟ ଏହାର ଲାଭ ପହଞ୍ଚାଇବାକୁ ଆମେ ସଂକଳ୍ପବଦ୍ଧ।

ଆଜିର ରାୟ କେବଳ ଏକ ଆଇନଗତ ରାୟ ନୁହେଁ; ଏହା ଏକ ଆଶାର କିରଣ, ଉଜ୍ଜ୍ୱଳ ଭବିଷ୍ୟତର ପ୍ରତିଶ୍ରୁତି ଏବଂ ଏକ ଶକ୍ତିଶାଳୀ, ଅଧିକ ଅଖଣ୍ଡ ଭାରତ ଗଠନ ପାଇଁ ଆମର ସାମୂହିକ ସଂକଳ୍ପର ପ୍ରମାଣ।

ଜାମ୍ମୁ କାଶ୍ମୀର ଧାରା 370 ନରେନ୍ଦ୍ର ମୋଦୀ ଲଦାଖ ସୁପ୍ରିମକୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.