Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକସଭାର ଅନ୍ତରୀଣ ବାଚସ୍ପତି ହେଲେ ବିଜେପି ସାଂସଦ ବୀରେନ୍ଦ୍ର କୁମାର
ଆଜିର ଖବର

ଲୋକସଭାର ଅନ୍ତରୀଣ ବାଚସ୍ପତି ହେଲେ ବିଜେପି ସାଂସଦ ବୀରେନ୍ଦ୍ର କୁମାର

June 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଧ୍ୟପ୍ରଦେଶର ବିଜେପି ସାଂସଦ ବୀରେନ୍ଦ୍ର କୁମାରଙ୍କୁ ଲୋକସଭାର ଅନ୍ତରୀଣ ବାଚସ୍ପତି ଭାବରେ ନିଯୁକ୍ତ କରାଯାଇଛି । ମଙ୍ଗଳବାର ଲୋକସଭା ସୂତ୍ରରୁ ପ୍ରାପ୍ତ ସୂଚନାନୁଯାୟୀ 65 ବର୍ଷୀୟ ଟିକମଗଡ ସାଂସଦଙ୍କୁ ବାଚସ୍ପତି ପଦରେ ନିଯୁକ୍ତ କରାଯାଇଛି । ସାତ ଥର ଲୋକସଭା ସାଂସଦ ରହିଥିବା ବୀରେନ୍ଦ୍ର ଆସନ୍ତା ଲୋକସଭା ଅଧିବେଶନରେ ସମସ୍ତ ସାଂସଦ ଏବଂ ମନ୍ତ୍ରୀଙ୍କୁ ଶପଥ ଗ୍ରହଣ କରାଇବେ । ଜୁନ୍‌ 17ରୁଚ 26 ମଧ୍ୟରେ ଲୋକସଭା ଅଧିବେଶନ ଅନୁଷ୍ଠିତ ହେବ । ପୂର୍ବ ମୋଦି ସରକାରରେ ଜଣେ କେନ୍ଦ୍ରମନ୍ତ୍ରୀ ଭାବରେ ରହିଥିବା କୁମାର ଲୋକସଭା ବାଚସ୍ପତି ନିର୍ବାଚନ ମଧ୍ୟ କରାଇବେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026
Latest News

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026

ଇତିହାସର ପୁନରାବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ବିନା ଲୋକସଭାରେ ଧନ୍ୟବାଦ ପ୍ରସ୍ତାବ ଗୃହୀତ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.