Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ ମୋଦି
ଆଜିର ଖବର

ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ ମୋଦି

June 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
modi slams prangya for godes controversy
modi slams prangya for godes controversy

ଚଳିତ ବର୍ଷ ଅଗଷ୍ଟ ୨୪ ରୁ ୨୬ ପର୍ଯ୍ୟନ୍ତ ଫ୍ରାନ୍ସର ବାୟାରିଜ ସହରରେ ହେବାକୁ ଥିବା ଜି-୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ଆମନ୍ତ୍ରଣରେ ସ୍ୱତନ୍ତ୍ର ଅତିଥି ଭାବେ ମୋଦି ଏହି ଶିଖର ସମ୍ମିଳନୀକୁ ଯିବେ। ଏଥିପାଇଁ ଇମାନୁଏଲ ପଠାଇଥିବା ନିମନ୍ତ୍ରଣକୁ ମୋଦି ସୋମବାର ଗ୍ରହଣ କରିଛନ୍ତି। ବିଦେଶ ମନ୍ତ୍ରାଳୟ ମୁଖପାତ୍ର ରବୀଶ କୁମାର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ରବୀଶ କହିଛନ୍ତି ଯେ ବିଶ୍ୱର ଏକ ପ୍ରମୁଖ ଆର୍ଥିକ ଶକ୍ତି ଭାବେ ଭାରତକୁ ସ୍ୱୀକୃତି ମିଳିଛି। ଏହି ନିମନ୍ତ୍ରଣ କୂଟନୈତିକସ୍ତରରେ ଭାରତର ଭାଗିଦାରୀକୁ ପ୍ରମାଣିତ କରୁଛି। ମୋଦି ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ୟୁରୋପୀୟ ନେତା ଭାବେ ଫ୍ରାନ୍ସର କନିଷ୍ଠ ବିଦେଶ ମନ୍ତ୍ରୀ ଭାରତ ଗସ୍ତରେ ଆସିଛନ୍ତି। ଏହା ପୂର୍ବରୁ ବିଦେଶୀ ନେତାଭାବେ ବିମଷ୍ଟେକ ଦେଶଗୁଡ଼ିକର ରାଷ୍ଟ୍ରାଧ୍ୟକ୍ଷମାନେ ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ପହଞ୍ଚିଥିଲେ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ସିପିଗ୍ରାମ୍ସ ପୋର୍ଟାଲରେ ଅଭିଯୋଗର ମିଳିଲା ସୁଫଳ: ନଳକୂପ ସମସ୍ୟାର ହେଲା ସମାଧାନ

November 6, 2025

ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟ

November 6, 2025

ସେବାରେ ନିୟୋଜିତ ହେଲା ଭାରତୀୟ ନୌସେନାର ନୂତନ ସର୍ଭେକ୍ଷଣ ଜାହାଜ “ଇକ୍ଷକ”

November 6, 2025

JNU ଛାତ୍ର ସଂଘ ନିର୍ବାଚନ: ସମସ୍ତ ଚାରୋଟି ଆସନରେ ବିଜୟୀ ହେଲା ​​ବାମପନ୍ଥୀ ଦଳ

November 6, 2025
BJP Ads
Latest News

CM in Nuapada: ନୂଆପଡା ଉପନିର୍ବାଚନ ପ୍ରଚାରରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ , ନବୀନଙ୍କୁ ସିଧା ଟାର୍ଗେଟ

November 6, 2025

ସିପିଗ୍ରାମ୍ସ ପୋର୍ଟାଲରେ ଅଭିଯୋଗର ମିଳିଲା ସୁଫଳ: ନଳକୂପ ସମସ୍ୟାର ହେଲା ସମାଧାନ

November 6, 2025

ନୂଆପଡାରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ, ବିଜେଡି ଓ କଂଗ୍ରେସକୁ କଲେ ଟାର୍ଗେଟ

November 6, 2025

ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟ

November 6, 2025

ସେବାରେ ନିୟୋଜିତ ହେଲା ଭାରତୀୟ ନୌସେନାର ନୂତନ ସର୍ଭେକ୍ଷଣ ଜାହାଜ “ଇକ୍ଷକ”

November 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.