Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ “ନୂଆ ଓ” କାର୍ଯ୍ୟକ୍ରମ ର ପ୍ରସ୍ତୁତି ବୈଠକ
ଆଜିର ଖବର

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ “ନୂଆ ଓ” କାର୍ଯ୍ୟକ୍ରମ ର ପ୍ରସ୍ତୁତି ବୈଠକ

December 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଦିବା ୧୧.୦୦ ଘଟୀକାରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ଯକ୍ଷତା ରେ “ନୂଆ ଓ “ କାର୍ଯ୍ୟକ୍ରମର ଏକ ବୈଠକ ଓସ୍ୱାନ କକ୍ଷ, ଖୋର୍ଦ୍ଧା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ ପରିଚାଳନା କରିଥିଲେ ଜିଲ୍ଲା କ୍ରିଡା ଅଧିକାରୀ ଅଜୟ କୁମାର ବେହେରା। ଜାନୁଆରୀ ୧୦ ତାରିଖରେ ଓଡ଼ିଶା ସରକାର କ୍ରିଡା ବିଭାଗଙ୍କ ନିର୍ଦ୍ଦେଶ ଅନୁସାରେ ୟୁଥ ଫେଷ୍ଟିଭାଲ ହେବାକୁ ପ୍ରସ୍ତାବ ରଖିଥିଲେ। “ନୂଆ -ଓ” କାର୍ଯକ୍ରମ ସମସ୍ତ ୧୦୮ କଲେଜ ରେ ସାଂସ୍କୃତିକ/କ୍ରିଡା /ସୋସିଆଲ କ୍ଷେତ୍ରରେ ବିଭିନ୍ନ ଇଭେଣ୍ଟ ରେ ଛାତ୍ରୀ/ ଛାତ୍ର ମାନେ ଭାଗ ନେଇ ସର୍ବୋଚ୍ଚ ସ୍ଥାନରେ ଥିବା କୃତ୍ତି ପ୍ରତିଯୋଗୀ ଙ୍କ ମଧ୍ଯରେ ବ୍ଲକ/ ମୁନିସିପାଲିଟି /ବି. ଏମ. ସି ସ୍ତରରେ ବିଭିନ ଇଭେଣ୍ଟରେ ପ୍ରତିଯୋଗୀତା କରାଯାଇ ୩୧.୧୨ ୨୦୨୩ ରିଖ ସୁଦ୍ଧା ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା କରାଯିବାକୁ ଜିଲ୍ଲାପାଳ DCO,DSO ADEO ଙ୍କୁ ପରାମର୍ଶ ଦେଇଥିଲେ।

ଏହି ପ୍ରତିଯୋଗିତାରେ ପ୍ରଫେସନାଲ ଜଜ ଙ୍କୁ ଯୋଗାଇ ଦେବାକୁ ପରାମର୍ଶ ଦେଇଥିଲେ। ଏହି କାର୍ଯକୁ ସୂଚାରୁ ରୂପେ କରେଇବାକୁ ସମସ୍ତଙ୍କୁ ଅନୁରାଧ କରିଥିଲେ।

ଏହି ବୈଠକରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରି ଡ଼ ବାଦଲ କୁମାର ମହାନ୍ତି, ସି. ଡି.ଏମ.ଓ ଡ଼. ଆର୍ତ୍ତବନ୍ଧୁ ନାୟକ, ଏ. ଆର. ଟି.ଓ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଡି. ଏସ. ଡବ୍ଲୁ. ଓ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋସ୍ନାମୟୀ ଆଚାର୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକରେ ସମସ୍ତ ବିଡିଓ ଆଭାଷୀ ରେ ଯୋଗ ଦେଇଥିଲେ।

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ନୂଆ- ଓ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ମାରାତ୍ମକ ହୋଇପାରେ ଏସିର ବ୍ୟବହାର, ଜାଣନ୍ତୁ କାରଣ କଣ ?

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.