Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ୟାଙ୍ଗଷ୍ଟାର ଫିଲ୍ମରେ ଏକତ୍ର ନଜର ଆସିବେ ଜନ୍‌-ଇମ୍ରାନ
ଆଜିର ଖବର

ଗ୍ୟାଙ୍ଗଷ୍ଟାର ଫିଲ୍ମରେ ଏକତ୍ର ନଜର ଆସିବେ ଜନ୍‌-ଇମ୍ରାନ

June 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
John-Abraham-Emraan-Hashmi to star in sanjay gupta movie
John-Abraham-Emraan-Hashmi to star in sanjay gupta movie

ବଲିଉଡ୍‌ର ଦୁଇ କଳାକାର ଜନ୍‌ ଆବ୍ରାହାମ୍‌ ଏବଂ ଇମ୍ରାନ୍‌ ହାସ୍‌ମୀ ଏକତ୍ର ନଜର ଆସିବାକୁ ଯାଉଛନ୍ତି। ସଞ୍ଜୟ ଗୁପ୍ତାଙ୍କ ନିର୍ଦ୍ଦେଶିତ ଏହି ଗ୍ୟାଙ୍ଗଷ୍ଟର ଫିଲ୍ମରେ ଉଭୟ କଳାକାର ପ୍ରଥମ ଥର ପାଇଁ ଏକତ୍ର ନଜର ଆସିବାକୁ ଯାଉଛନ୍ତି। ୬ ବର୍ଷର ବ୍ୟବଧାନ ପରେ ସଞ୍ଜୟ ଗୁପ୍ତା ପ୍ରତ୍ୟାବର୍ତ୍ତନ କରୁଥିବା ବେଳେ ମୁମ୍ବାଇ ଅଣ୍ଡରଓ୍ବାର୍ଲ୍ଡର କାହାଣୀ ଉପରେ ପର୍ଯ୍ୟବେସିତ ରହିବ। କିଛି ସତ୍ୟଘଟଣା ଦ୍ବାରା ଏହି ଫିଲ୍ମ ପର୍ଯ୍ୟବେସିତ ବୋଲି ଜଣାପଡିଛି। ଫିଲ୍ମରେ ଜଣଙ୍କୁ ପୋଲିସ୍‌ ଏବଂ ଅନ୍ୟ ଜଣଙ୍କୁ ଡନ୍‌ ଭୂମିକାରେ ଦେଖିବାକୁ ମିଳିବ ବୋଲି ସଞ୍ଜୟ ଗୁପ୍ତା ସୂଚନା ଦେଇଛନ୍ତି। ଆସନ୍ତା ମାସରେ ଫିଲ୍ମର ସୁଟିଂ ଆରମ୍ଭ ହେବାକୁ ଯାଉଥିବା ବେଳେ ଫିଲ୍ମର ନାୟିକା ଚୟନ ହୋଇ ନାହିଁ। ୨୦୨୦ ମସିହାରେ ଫିଲ୍ମଟି ରିଲିଜ୍‌ ହେବ। ଗୁପ୍ତାଙ୍କ ସହିତ ଜନ୍‌ଙ୍କର ଏହା ଦ୍ବିତୀୟ ଫିଲ୍ମ ହୋଇଥିବା ବେଳେ ଇମ୍ରାନଙ୍କ ସହିତ ଏହା ପ୍ରଥମ ଫିଲ୍ମ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026
Latest News

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026

ଇତିହାସର ପୁନରାବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ବିନା ଲୋକସଭାରେ ଧନ୍ୟବାଦ ପ୍ରସ୍ତାବ ଗୃହୀତ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.