Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Look Back 2023: ରାଜ୍ୟରେ ଲାଗୁ ହୋଇଛି ମୋ ଘର ଯୋଜନା, ଚଳିତ ବର୍ଷର ସଫଳତା
ଆଜିର ଖବର

Look Back 2023: ରାଜ୍ୟରେ ଲାଗୁ ହୋଇଛି ମୋ ଘର ଯୋଜନା, ଚଳିତ ବର୍ଷର ସଫଳତା

December 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଚଳିତ 2023 ବର୍ଷ ଥିଲା ରାଜ୍ୟ ସରକାରଙ୍କ ପାଇଁ ନୂଆ ଯୋଜନା ଘୋଷଣାର ବର୍ଷା। ସରକାର ଲାଗୁ କଲେ ମୋ ଘର ଯୋଜନା। ରାଜ୍ୟର ନିମ୍ନ ତଥା ନିମ୍ନ ମଧ୍ୟବିତ ପରିବାରଙ୍କ ପାଇଁ ଲାଗୁ ହେଲା ‘ମୋ ଘର’ ଯୋଜନା। ଏ ନେଇ ରାଜ୍ୟ କ୍ୟାବିନେଟରେ ଏହି ନୂଆ ଯୋଜନାକୁ ସ୍ବୀକୃତି ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ତରଫରୁ ଏହା ଆଗତ କରାଯାଇଥିଲା।

Look Back 2023: ନବୀନ ସରକାର ଆରମ୍ଭ କଲେ ‘ମୋ ଘର’ ଯୋଜନା, ଲୋକଙ୍କୁ ମିଳିବ ୩ ଲକ୍ଷ ଟଙ୍କା

ଏହି ନୂଆ ଯୋଜନା ‘ମୋ ଘର’ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡିଥିବା ଲୋକଙ୍କୁ ପକ୍କା ଘର ଯୋଗାଇ ଦିଆଯିବ। ଘର ପାଇନଥିବା ହିତାଧିକାରୀ ଏହି ଯୋଜନାରେ ଘର କରିପାରିବେ । କେନ୍ଦ୍ର ଯୋଜନାରୁ ବାଦ ହିତାଧିକାରୀମାନେ ଏହା ଦ୍ୱାରା ଉପକୃତ ହେବେ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ କହିଥିଲେ।

LookBack LookBack2023 Mo Ghara
Share. Facebook Twitter LinkedIn Email WhatsApp Copy Link

Related Posts

୧୭୨୩ କୋଟି ମୂଲ୍ୟର ବିକାଶ ପ୍ରକଳ୍ପର ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 18, 2025

ଆଜି ସେପ୍ଟେମ୍ବର ୧୮: ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

September 18, 2025

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025
Latest News

୧୭୨୩ କୋଟି ମୂଲ୍ୟର ବିକାଶ ପ୍ରକଳ୍ପର ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 18, 2025

ଆଜି ସେପ୍ଟେମ୍ବର ୧୮: ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

September 18, 2025

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

September 17, 2025

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.