Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଣକ୍ୟନୀତି: ଅନ୍ୟ ଉପରେ ନିର୍ଭର କରି ରହିଲେ ଜୀବନରେ କେବେ ବି ସଫଳତା ହାସଲ କରିପାରିବେ ନାହିଁ
ଆଜିର ଖବର

ଚାଣକ୍ୟନୀତି: ଅନ୍ୟ ଉପରେ ନିର୍ଭର କରି ରହିଲେ ଜୀବନରେ କେବେ ବି ସଫଳତା ହାସଲ କରିପାରିବେ ନାହିଁ

December 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟନୀତି: ଆଚର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କହିଛନ୍ତି ଯେ, ଯଦି ଯେକେହି ଅନ୍ୟ ଉପରେ ନିର୍ଭର କରି ରହିବେ ତେବେ ସେ କେବେବି ସଫଳତା ହାସଲ କରିବେ ନାହିଁ। ଯେତେ ବାଧାବିଘ୍ନ ଆସୁ ଆପଣ ନିଜେ ନିଜର ଶକ୍ତି ପ୍ରୟୋଗ କରିବା ଆବଶ୍ୟକ। ଆପଣ ଯେତେ ବଡ ଶକ୍ତିଶାଳୀ ହେଉଥାନ୍ତୁ ନା କାହିଁକି ଅନ୍ୟ ଉପରେ ନିର୍ଭର କଲେ କଥା ସରିଲା। କାରଣ ଯେତେବେଳେ ନିର୍ଭର କରୁଥିବା ବ୍ୟକ୍ତି ବା ଯାହାକିଛି , ସେ ଛାଡିଦେଇ ଗଲେ ଆପଣ ସଂପୂର୍ଣ୍ଣ ଅଚଳ ହୋଇଯିବେ।

ଦୁଇଟି ଉଦାହରଣ ଦେଇ ଚାଣକ୍ୟ କହିଛନ୍ତି ଯେ, ନଦୀ କୂଳରେ ବୃକ୍ଷଟିଏ ଥିଲେ ସେ ଯେତେ ଶକ୍ତିଶାଳୀ ହୋଇଥିଲେ ମଧ୍ୟ କୂଳଖାଇଲେ ଗଛଟି ପଡିଯିବ। ସେହିପରି ରାଜା ସବୁବେଳେ ମନ୍ତ୍ରୀ ପରିଷଦଙ୍କ ଉପରେ ନିର୍ଭର କରନ୍ତି। ଯଦି କୌଣସି କାରଣରୁ ମନ୍ତ୍ରୀ ପରିଷଦଙ୍କର ଅନୁପସ୍ଥିତ ରହିବ ତେବେ ରଜା କୈଣସି ନିଷ୍ପତି ନେଇପାରିବେ ନାହିଁ। ସେଥିପାଇଁ ଅନ୍ୟର ଉପଦେଶ ଗ୍ରହଣ କର ହେଲେ ନିଜେ ନିଷ୍ପତି ନେବାର ଶିକ୍ଷାଲାଭ କର।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026
Latest News

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.