Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Train News: ନିରାକାରପୁର ଷ୍ଟେସନରେ ରହିବ ପ୍ରଶାନ୍ତି ଏକ୍ସପ୍ରେସ, ଜାଣନ୍ତୁ କେବେ
ଆଜିର ଖବର

Train News: ନିରାକାରପୁର ଷ୍ଟେସନରେ ରହିବ ପ୍ରଶାନ୍ତି ଏକ୍ସପ୍ରେସ, ଜାଣନ୍ତୁ କେବେ

December 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Train News: ନିରାକାରପୁର ଷ୍ଟେସନରେ ରହିବ ପ୍ରଶାନ୍ତି ଏକ୍ସପ୍ରେସ, ଜାଣନ୍ତୁ କେବେ

ଭୁବନେଶ୍ବର: ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀମାନଙ୍କ ସୁବିଧା ପାଇଁ, ପରୀକ୍ଷାମୂଳକ ଭିତ୍ତିରେ ନିରାକାରପୁର ଠାରେ 18463/18464 ଭୁବନେଶ୍ୱର-ବେଙ୍ଗାଲୁରୁ-ଭୁବନେଶ୍ୱର ପ୍ରଶାନ୍ତି ଏକ୍ସପ୍ରେସର ରହଣି ପାଇଁ ରେଳ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇ ଅଛି ।

ବେଙ୍ଗାଲୁରୁ ଠାରୁ 29 ଡିସେମ୍ବର ଦିନ ଛାଡି 30 ଡିସେମ୍ବର 2023 ରେ ପହଞ୍ଚିବାକୁ ଥିବା 18464 ବେଙ୍ଗାଲୁରୁ-ଭୁବନେଶ୍ୱର ପ୍ରଶାନ୍ତି ଏକ୍ସପ୍ରେସ ନିରାକାରପୁର ଠାରେ ରହଣି ପାଇଁ ସ୍ଥିର କରାଯାଇ ଅଛି।

ଭୁବନେଶ୍ୱରରୁ 31 ଡିସେମ୍ବର, 2023 ଠାରୁ ଛାଡିବାକୁ ଥିବା 18463 ଭୁବନେଶ୍ୱର-ବେଙ୍ଗାଲୁରୁ ପ୍ରଶାନ୍ତି ଏକ୍ସପ୍ରେସ ନିରାକାରପୁର ଠାରେ ରହଣି କରିବ।

ପ୍ରଶାନ୍ତି ଏକ୍ସପ୍ରେସ ପାଇଁ ଅନ୍ୟ ସ୍ଥିରୀକୃତ ରହଣି ଷ୍ଟେସନ ଓ ସମୟ ସାରଣୀ ଅପରିବର୍ତ୍ତିତ ରହିବ।

Train News ନିରାକାରପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଡିଜିଟାଲ ବ୍ୟବସାୟ ଜରିଆରେ ଗ୍ରାମୀଣ ଜୀବିକାକୁ ସୁଦୃଢ଼ କରୁଛି ଇ-ସରସ ଅନଲାଇନ୍‌ ବଜାର ଓ ମେଳା

July 12, 2026

ଭାରତୀୟ ଆଇଟି ଶିଳ୍ପ ଏବେ “ସେବା ରୂପେ ଏଆଇ” ଆଡ଼କୁ ଗତି କରିବା ଜରୁରୀ: ଅଶ୍ୱିନୀ ବୈଷ୍ଣବ

July 12, 2026

ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

July 12, 2026

ସୋଆରେ ଆଇଏନଏଇ ଟେକ୍ନୋଲୋଜି କନ୍‌କ୍ଲେଭ: ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟାର ବିକାଶ ଉପରେ ଗୁରୁତ୍ୱାରୋପ

July 12, 2026
Latest News

ଡିଜିଟାଲ ବ୍ୟବସାୟ ଜରିଆରେ ଗ୍ରାମୀଣ ଜୀବିକାକୁ ସୁଦୃଢ଼ କରୁଛି ଇ-ସରସ ଅନଲାଇନ୍‌ ବଜାର ଓ ମେଳା

July 12, 2026

ଭାରତ-ନ୍ୟୁଜିଲ୍ୟାଣ୍ଡ ମିଳିତ ବିବୃତ୍ତି

July 12, 2026

ଭାରତୀୟ ଆଇଟି ଶିଳ୍ପ ଏବେ “ସେବା ରୂପେ ଏଆଇ” ଆଡ଼କୁ ଗତି କରିବା ଜରୁରୀ: ଅଶ୍ୱିନୀ ବୈଷ୍ଣବ

July 12, 2026

ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

July 12, 2026

ସୋଆରେ ଆଇଏନଏଇ ଟେକ୍ନୋଲୋଜି କନ୍‌କ୍ଲେଭ: ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟାର ବିକାଶ ଉପରେ ଗୁରୁତ୍ୱାରୋପ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.