Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ଅୟୋଜିତ ହେଲା ପେନସନ ଅଦାଲତ, ଦଶଜଣଙ୍କୁ ଦିଆଗଲା ଅନୁମୋଦନ ପତ୍ର
ଆଜିର ଖବର

ଖୋର୍ଦ୍ଧାରେ ଅୟୋଜିତ ହେଲା ପେନସନ ଅଦାଲତ, ଦଶଜଣଙ୍କୁ ଦିଆଗଲା ଅନୁମୋଦନ ପତ୍ର

December 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧାରେ ଅୟୋଜିତ ହେଲା ପେନସନ ଅଦାଲତ, ଦଶଜଣଙ୍କୁ ଦିଆଗଲା ଅନୁମୋଦନ ପତ୍ର

ଖୋର୍ଦ୍ଧା: ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଖୋର୍ଦ୍ଧା ଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା ଙ୍କ ଅଧ୍ୟକ୍ଷତା ରେ ଏକ ପେନସନ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସତ୍ୟ ନାରାୟଣ ସାହୁ,-OSD ସ୍ଵତନ୍ତ୍ର ଶାସନ ସଚିବ,G.A &PG Department, ଭୁବନେଶ୍ୱର, ସମ୍ମାନିତ ଅତିଥି ଭାବେ ଯୋଗଦେଇ ସ୍ବାଗତ ଭାଷଣ ରଖିବା ସଙ୍ଗେ ସଙ୍ଗେ ବୈଠକ ପରିଚାଳନା କରିଥିଲେ।

ବୈଠକରେ ସମସ୍ତ କାର୍ଯ୍ୟାଳୟର ମୁଖ୍ୟ ଙ୍କୁ ତାଗିଦ୍ କରି କହିଲେ ଅବସର ନେବାକୁ ଥିବା କର୍ମଚାରୀ ଙ୍କ ବହୁ ପୂର୍ବରୁ ଚୁଡ଼ାନ୍ତ ପେନସନ ପେପର ଦାଖଲ କରାଗଲେ ସେମାନଙ୍କ ପେନସନ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ମଞ୍ଜୁର କରାଯାଇ ପାରିବ। ଆହୁରି ମଧ୍ୟ ଅବସର ପୁର୍ବରୁ କର୍ମଚାରୀ ମାନଙ୍କ ଚାକିରି ନିୟମିତ କରାଯିବାକୁ ନିର୍ଦ୍ଦେଶ ଦେଲେ।

ବୈଠକରେ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ର 10ଜଣ କର୍ମଚାରୀମାନଙ୍କ ପେନସନ ଅନୁମୋଦନ ପତ୍ର ପ୍ରଦାନ କରିଥିଲେ। ଏହି ବୈଠକରେ ସମସ୍ତ ତହସିଲଦାର/ଵି.ଡି.ଓ/ଵି.ଇ.ଓ/ଜିଲ୍ଲା ସ୍ତରୀୟ ଅଧିକାରୀ ସି.ଡି.ଏମ.ଓ ପ୍ରମୁଖ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ଜିଲ୍ଲା ପରିଷଦ ପେନସନ ଅଦାଲତ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026

ଆଜି ହେଉଛି ପଖାଳ ଦିବସ: ଜାଣନ୍ତୁ ଏହା କାହିଁକି ପାଳନ କରନ୍ତି ଓଡିଆ?

March 20, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026

ଆଜି ହେଉଛି ପଖାଳ ଦିବସ: ଜାଣନ୍ତୁ ଏହା କାହିଁକି ପାଳନ କରନ୍ତି ଓଡିଆ?

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.