Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟାରେ ପରିବେଷଣ ହେଲା ସୁଗମ ସଂଗୀତ
ଆଜିର ଖବର

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟାରେ ପରିବେଷଣ ହେଲା ସୁଗମ ସଂଗୀତ

December 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟାରେ ପରିବେଷଣ ହେଲା ସୁଗମ ସଂଗୀତ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟାରେ ଅତିଥି ଭାବେ ଭାରତ ସରକାରଙ୍କ କେନ୍ଦ୍ର ବୟନ ମନ୍ତ୍ରଣାଳୟ ଅଧିନସ୍ଥ ହସ୍ତଶିଳ୍ପ ବିକାଶ ଆୟୁକ୍ତ ଶ୍ରୀମତୀ ଅମ୍ରିତ୍ ରାଜ୍ ମଞ୍ଚରେ ପ୍ରଦୀପ ପ୍ରଜ୍ଵଳନ କରି ସାଂସ୍କୃତିକ ସନ୍ଧ୍ୟାକୁ ଉଦଘାଟନ କରିଥିଲେ।

ବୟନିକାର ପରିଚାଳନା ନିର୍ଦ୍ଦେଶିକା ତଥା ହସ୍ତଶିଳ୍ପର ନିର୍ଦ୍ଦେଶିକା,ଶ୍ରୀମତୀ ପ୍ରଣତୀ ଛୋଟରାୟ ଅତିଥିଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ତାଙ୍କ ସହିତ ମଞ୍ଚରେ ଉପସ୍ଥିତଥିଲେ ପଦ୍ମ ବିଭୁଷଣ, ଡ଼. ସୁଦର୍ଶନ ସାହୁ।

ଆଜିର ସାଂସ୍କୃତିକ କାର୍ଯ୍ୟକ୍ରମରେ ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ, ସୁବାସ ଦାସ, ଅଞ୍ଜଳି ମିଶ୍ର, ଶୈଳଭାମା ମହାପାତ୍ର ଓ ସୌରଭ ନାୟକଙ୍କ ଦ୍ବାରା ପରିବେଷିତ ସୁଗମ ସଙ୍ଗୀତ ଦର୍ଶକ ତଥା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ କାରିଗରମାନଙ୍କ ମନରେ ଆନନ୍ଦ ଭରିଦେଇଥିଲା।

ଡିସେମ୍ବର, ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ଜାତୀୟ ମେଳାର ଅବଧି କ୍ରମେ କ୍ରମେ ସରିଆସୁଥିବାରୁ ଲୋକମାନଙ୍କ ମଧ୍ୟରେ ନିଜ ମନପସନ୍ଦର ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ କିଣିବାପାଇଁ ପ୍ରବଳ ଉତ୍ସାହ ଏବଂ ମେଳାର ଖାଦ୍ୟ ପ୍ରାଙ୍ଗଣରେ ଅଧିକ ଭିଡ ପରିଲକ୍ଷିତ ହେଉଛି।

ଭୁବନେଶ୍ବରର ଜନତା ମଇଦାନ ଠାରେ ଅନୁଷ୍ଠିତ ଏହି ଜାତୀୟ ମେଳାରେ ବିଭିନ୍ନ ସାଂସ୍କୃତିକ କାର‌୍ୟ୍ୟକ୍ରମମେଳା ମଞ୍ଚରେ ପ୍ରତ୍ୟହ ସନ୍ଧ୍ୟା ୬ ଟା ରୁ ୯.୩୦ ପର‌୍ୟ୍ୟନ୍ତ ପରିବେଷିତ ହେବା ସହିତପ୍ରତ୍ୟହ ଅପରାହ୍ନ ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଦର୍ଶକ, ଗ୍ରାହକ ତଥା ସର୍ବସାଧାରଣଙ୍କ ପାଇଁ ଖୋଲା ରହୁଛି।

Toshali Mela ଜାତୀୟ ତୋଷାଳୀ ମେଳା ତୋଷାଳି ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ମାଲେସିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତ୍ତି

February 7, 2026

ମହଙ୍ଗା ପଡିଲା “ନମସ୍ତେ ଟ୍ରମ୍ପ”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ଟାର୍ଗେଟ କଲା କଂଗ୍ରେସ

February 7, 2026

ଆଜି ସୁନା ଏବଂ ରୂପାର ମୂଲ୍ୟ ବଢିଛି ନା କମିଛି?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁର ଦର

February 7, 2026

ବିଏମସିର ମେୟର ହେବେ ବିଜେପିର ଋତୁ ତାୱଡେ, ଶିବସେନାର ସଞ୍ଜୟ ଶଙ୍କର ଡେପୁଟି ମେୟର

February 7, 2026
Latest News

ମାଲେସିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତ୍ତି

February 7, 2026

ମହଙ୍ଗା ପଡିଲା “ନମସ୍ତେ ଟ୍ରମ୍ପ”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ଟାର୍ଗେଟ କଲା କଂଗ୍ରେସ

February 7, 2026

ଆଜି ସୁନା ଏବଂ ରୂପାର ମୂଲ୍ୟ ବଢିଛି ନା କମିଛି?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁର ଦର

February 7, 2026

ବିଏମସିର ମେୟର ହେବେ ବିଜେପିର ଋତୁ ତାୱଡେ, ଶିବସେନାର ସଞ୍ଜୟ ଶଙ୍କର ଡେପୁଟି ମେୟର

February 7, 2026

ବ୍ରାଉନ ସୁଗାର କାରବାର ଅଭିଯୋଗ: ୩ ଯୁବକ କୋର୍ଟ ଚାଲାଣ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.