Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଜ ପରେ ବାହାରିବ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ
ଆଜିର ଖବର

ରଜ ପରେ ବାହାରିବ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ

June 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଜ ପରେ ବାହାରିବ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଫଳ। ଜୁନ୍‌ ୧୭ କିମ୍ବା ୧୮ ତାରିଖ ବେଳକୁ ରେଜଲ୍ଟ ପ୍ରକାଶ ପାଇବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଗତ ୩ ତାରିଖରେ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିବାବେଳେ ବାଣିଜ୍ୟ ଏବଂ କଳା ପରୀକ୍ଷା ଫଳ କେବେ ପ୍ରକାଶ ପାଇବ ତାହାକୁ ନେଇ ନାନା କଳ୍ପନାଜଳ୍ପନା ଲାଗି ରହିଥିଲା। ୯ଟି କଲେଜରେ ରେଜଲ୍ଟ ଶୂନ ରହିଥିବା ବେଳେ ୨୯ଟି କଲେଜରେ ଶହେ ପ୍ରତିଶତ ରେଜଲ୍ଟ ହୋଇଥିଲା। ଚଳିତବର୍ଷ ବାତ୍ୟା ଫନି ଯୋଗୁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଛି। ମେ ମାସର ୨ କିମ୍ବା ୩ ସପ୍ତାହ ବେଳକୁ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ କରାଯିବା ନେଇ ପୂର୍ବରୁ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତି ହୋଇଥିଲା। କିନ୍ତୁ ଏହା ପୂର୍ବରୁ ବାତ୍ୟା ହୋଇଯିବାରୁ ଖାତାଦେଖା ଏବଂ ଅନ୍ୟାନ୍ୟ କାର୍ଯ୍ୟ ବିଳମ୍ବିତ ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧୯ ତାରିଖ ଶୁକ୍ରବାରରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର, ଜାଣନ୍ତୁ ରାଶିଫଳ

September 19, 2025

ଆଫଗାନିସ୍ତାନର ସ୍ଵପ୍ନ ଧୂଳିସାତ: ବାଂଲାଦେଶକୁ ସୁପର ଫୋର୍ ରେ ପହଞ୍ଚାଇଲା ଶ୍ରୀଲଙ୍କା

September 19, 2025

ଶୁଭମିତ୍ରା ସାହୁଙ୍କ ପାଇଁ ନ୍ୟାୟ ଦାବିରେ ମହିଳା କଂଗ୍ରେସ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

September 18, 2025

ଏମ୍ସ ଭୁବନେଶ୍ୱରରେ “ସୁସ୍ଥ ନାରୀ ସଶକ୍ତ ପରିବାର” ଅଭିଯାନ ଉଦଘାଟିତ

September 18, 2025
Latest News

ବାଣପୁର: ହଳନ୍ଦା ଗ୍ରାମରେ ଆସ ସ୍କୁଲ ଯିବା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ 

September 19, 2025

ସେପ୍ଟେମ୍ବର ୧୯ ତାରିଖ ଶୁକ୍ରବାରରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର, ଜାଣନ୍ତୁ ରାଶିଫଳ

September 19, 2025

ଆଫଗାନିସ୍ତାନର ସ୍ଵପ୍ନ ଧୂଳିସାତ: ବାଂଲାଦେଶକୁ ସୁପର ଫୋର୍ ରେ ପହଞ୍ଚାଇଲା ଶ୍ରୀଲଙ୍କା

September 19, 2025

ଶୁଭମିତ୍ରା ସାହୁଙ୍କ ପାଇଁ ନ୍ୟାୟ ଦାବିରେ ମହିଳା କଂଗ୍ରେସ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

September 18, 2025

ଏମ୍ସ ଭୁବନେଶ୍ୱରରେ “ସୁସ୍ଥ ନାରୀ ସଶକ୍ତ ପରିବାର” ଅଭିଯାନ ଉଦଘାଟିତ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.