Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆ ବର୍ଷରେ କରନ୍ତୁ ଏହି କାମ, ବର୍ଷ ସାରା ଭରି ରହିବ ସୁଖ ଓ ସମୃଦ୍ଧି
ଆଜିର ଖବର

ନୂଆ ବର୍ଷରେ କରନ୍ତୁ ଏହି କାମ, ବର୍ଷ ସାରା ଭରି ରହିବ ସୁଖ ଓ ସମୃଦ୍ଧି

December 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆ ବର୍ଷରେ କରନ୍ତୁ ଏହି କାମ, ବର୍ଷ ସାରା ଭରି ରହିବ ସୁଖ ଓ ସମୃଦ୍ଧି

ଭୁବନେଶ୍ବର: ଶେଷ ହେବ ପୁରୁଣା ବର୍ଷ, ଆସିବ ନୂଆ ବର୍ଷ। ନୂତନ ବର୍ଷରେ ନୂତନ ସମ୍ଭାବନାକୁ ନେଇ ଆମେ ଆଗକୁ ବଢୁଛେ। ଆସନ୍ତା ବର୍ଷ ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧିର ବର୍ଷ ହେଉ ଏହା ହିଁ ଆମେ କାମନା କରୁଛୁ। ଆସନ୍ତା ବର୍ଷ  ଉତ୍ତମ ସ୍ବାସ୍ଥ୍ୟ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି, ପରିବାରରେ ସୁଖ-ଶାନ୍ତି ରହୁ ଏହାର କାମନା କରୁଛେ। ତେବେ ଆମେ ବାସ୍ତୁର କିଛି ସହଜ ଉପାୟ କରିବା ଦ୍ବାରା ଆସନ୍ତା ବର୍ଷ ଆମର ସୁଖ ଓ ସମୃଦ୍ଧିର ବର୍ଷ ହୋଇପାରିବ। ଏନେଇ କେତୋଟି ଛୋଟ ଉପାୟ।

ନୂତନ ବର୍ଷର ପ୍ରାରମ୍ଭରେ ନିଜ ଘରର ସ୍ବଚ୍ଛତା ପ୍ରତି ଧ୍ୟାନ ଦିଅନ୍ତୁ। ଘରର ମୁଖ୍ୟ ଦ୍ବାରରେ ସ୍ବାତ୍ତ୍ବିକ ଚିହ୍ନ ବନାନ୍ତୁ। ନୂତନ ବର୍ଷ ପ୍ରାରମ୍ଭରେ ଘରର ଅଗଣାରେ କିଛି ଗଛ ଲଗାନ୍ତୁ। ଘରେ ତୁଳସୀ ଗଛ ବା ମନି ପ୍ଲାଣ୍ଟ ଲଗାନ୍ତୁ। ଯାହାଦ୍ବାରା ଘରେ ସକାରାତ୍ମକ ଶକ୍ତି ବୃଦ୍ଧି ପାଇବ। ବର୍ଷ ପ୍ରାରମ୍ଭରେ ନିଜ ପର୍ସ ଖାଲି କରନ୍ତୁ ନାହିଁ। ସେହିପରି ନୂତନ ବର୍ଷ ପ୍ରାରମ୍ଭରେ ଘରେ ହୋମ କରିବାପାଇଁ ଚେଷ୍ଟା କରନ୍ତୁ। ପରିବାରରେ ସ୍ନେହ ଓ ପ୍ରେମ ଦୃଢ ହେବା ପାଇଁ ଘରର ଦକ୍ଷିଣ ପୂର୍ବ ଦିଗରେ କ୍ରିଷ୍ଟାଲ୍‌ ବଲ୍‌ ଲଗାନ୍ତୁ।

ନୂତନ ବର୍ଷ ପ୍ରାରମ୍ଭରେ ଘରକୁ ଲାଫି ବୁଦ୍ଧ ଆଣନ୍ତୁ। ଏହାକୁ ଘରର ଉତ୍ତର ପୂର୍ବ କୋଣରେ ରଖନ୍ତୁ। ସେହିପରି ଘର ଓ ଦୋକାନର ସାଜସଜ୍ଜାରେ ଧଳା ଓ ହଳଦିଆ ରଙ୍ଗର ବସ୍ତୁକୁ ଉପଯୋଗ କରନ୍ତୁ, ଯାହାଦ୍ବାରା ଅତ୍ୟନ୍ତ ଶୁଭ ଫଳ ମିଳିବ। ସେହିପରି ଘରର ଉତ୍ତର ଦିଗରେ ଅନାବଶ୍ୟକ ବସ୍ତୁ ରଖନ୍ତୁ ନାହିଁ। ପ୍ରତ୍ୟେକ ଦିନ ସନ୍ଧ୍ୟାରେ ଘରେ କର୍ପୁର ଜାଳନ୍ତୁ। ଘରର ପୂର୍ବ ଦିଗରେ ଶାନ୍ତି, ଆନନ୍ଦ ପ୍ରଦର୍ଶିତ କରୁଥିବାର ଫଟୋ ଚିତ୍ର ଲଖନ୍ତୁ। ସେହିପରି ନୂଆବର୍ଷର ପ୍ରଥମ ଦିନରେ ଘରର ପୂର୍ବ ଦିଗରେ ଏକ ଜଳଭର୍ତ୍ତି କଳସ ରଖି ନଡିଆ ରଖନ୍ତୁ।

NewYear2023 ନୂଆବର୍ଷ ନୂଆବର୍ଷ2023
Share. Facebook Twitter LinkedIn Email WhatsApp Copy Link

Related Posts

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026
Latest News

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.