Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଆଜିର ଖବର

ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

December 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକ ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ଅଞ୍ଚଳ ର ସ୍ବର୍ଗତ ମଲ୍ଲିକ ଦେଶ ର ସ୍ଵାଧୀନତା ସଂଗ୍ରାମ ରେ ଯୋଗ ଦେଇ ବହୁ ବାର କାରାବରଣ କରିଥିଲେ।

ମହାତ୍ମା ଗାନ୍ଧୀ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ସ୍ବର୍ଗତ ମଲ୍ଲିକ ନିଜକୁ ସର୍ବଦା ରଚନାତ୍ମକ କାର୍ଯ୍ୟରେ ନିୟୋଜିତ ରଖିଥିଲେ .କେନ୍ଦ୍ରାପଡା ଜିଲ୍ଲା ର ଜଣେ ବିଶିଷ୍ଟ ସମାଜ ସେବୀ ଭାବେ ମଧ୍ୟ ତାଙ୍କର ବିଶେଷ ସୁନାମ ରହିଥିଲା। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ମଲ୍ଲିକ ଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହ ତା ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ପାଣିରେ ବୁଡ଼ି ମୃତ୍ୟୁ ରୋକିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ

June 19, 2026

ଏଲଏନଜି ଯୋଗାଣକୁ ମିଳିବ ଶକ୍ତି: ୬୨,୩୭୦ ମେଟ୍ରିକ୍ ଟନ୍ କାର୍ଗୋ ନେଇ ଦହେଜରେ ପହଞ୍ଚିବ ‘ଦିଶା’

June 19, 2026

କର୍ଣ୍ଣାଟକରେ ବିଜେପି ସହିତ ଖେଳ!: କ୍ରସ୍ ଭୋଟିଂ ମାଧ୍ୟମରେ ପାଞ୍ଚଟି ଆସନ ଜିତିଲା କଂଗ୍ରେସ

June 19, 2026

ଲାଞ୍ଚ ମାମଲାରେ ମଞ୍ଚେଶ୍ୱର ଥାନା ଏଏସଆଇ ଓ ହୋମଗାର୍ଡଙ୍କୁ ଗିରଫ କଲା ଭିଜିଲାନ୍ସ

June 19, 2026
Latest News

ରାଜ୍ୟରେ ପାଣିରେ ବୁଡ଼ି ମୃତ୍ୟୁ ରୋକିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ

June 19, 2026

ଏଲଏନଜି ଯୋଗାଣକୁ ମିଳିବ ଶକ୍ତି: ୬୨,୩୭୦ ମେଟ୍ରିକ୍ ଟନ୍ କାର୍ଗୋ ନେଇ ଦହେଜରେ ପହଞ୍ଚିବ ‘ଦିଶା’

June 19, 2026

କର୍ଣ୍ଣାଟକରେ ବିଜେପି ସହିତ ଖେଳ!: କ୍ରସ୍ ଭୋଟିଂ ମାଧ୍ୟମରେ ପାଞ୍ଚଟି ଆସନ ଜିତିଲା କଂଗ୍ରେସ

June 19, 2026

ଲାଞ୍ଚ ମାମଲାରେ ମଞ୍ଚେଶ୍ୱର ଥାନା ଏଏସଆଇ ଓ ହୋମଗାର୍ଡଙ୍କୁ ଗିରଫ କଲା ଭିଜିଲାନ୍ସ

June 19, 2026

ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.