Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ୧୫ରେ ଚନ୍ଦ୍ରାୟନ-୨ର ପ୍ରକ୍ଷେପଣ କରାଯିବ – ଇସ୍ରୋ
ଆଜିର ଖବର

ଜୁଲାଇ ୧୫ରେ ଚନ୍ଦ୍ରାୟନ-୨ର ପ୍ରକ୍ଷେପଣ କରାଯିବ – ଇସ୍ରୋ

June 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
second lunar mission 'Chandrayan-2'
second lunar mission 'Chandrayan-2'

ଜୁଲାଇ ୧୫ରେ ଛଡ଼ାଯିବ ଚନ୍ଦ୍ରାୟନ ବୋଲି ଇସ୍ରୋ ପକ୍ଷରୁ ସୂଚନା ମିଳିଛି। ବେଙ୍ଗାଲୁରୁର ସାମ୍ବାଦିକ ସମ୍ମଳିନୀରେ ଚନ୍ଦ୍ରାୟନ-୨ ଜୁଲାଇ ୧୫ ତାରିଖ ରାତି ୨ଟା ୫୧ ମିନିଟ୍‌ରେ ପ୍ରକ୍ଷେପଣ କରାଯିବ ବୋଲି ସୂଚନା ଦିଆଯାଇଛି। ଇସ୍ରୋର ଅଧ୍ୟକ୍ଷ ଏହି ସମ୍ବନ୍ଧୀୟ ସୂଚନା ଦେବା ସହିତ ଚନ୍ଦ୍ରାୟନ-୨ର ଏକ ଭିଡ଼ିଓ ମଧ୍ୟ ଜାରି କରିଛନ୍ତି। ଇସ୍ରୋ ସୂଚନା ମୁତାବକ, ଅଭିଯାନ ସମୟରେ ଅର୍ବିଟରଟି ଚନ୍ଦ୍ରର କକ୍ଷପଥରେ ରହିବ ଏବଂ ଧୀରେ ଧୀରେ ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ଅବସ୍ଥାନ କରିବ। ଚନ୍ଦ୍ରପୃଷ୍ଠରେ ଏହା ପହଞ୍ଚିବା ପରେ ୬ ଚକିଆ ରୋଭର ପ୍ରଜ୍ଞାନକୁ ମୁତୟନ କରାଯିବ। ପ୍ରଜ୍ଞାନ ସେଠାରେ ବିଭିନ୍ନ ପରୀକ୍ଷଣ କରିବ। ପୃଥିବୀ ପୃଷ୍ଠରୁ ଇସ୍ରୋର ବୈଜ୍ଞାନିକମାନେ ଏହାକୁ ନିୟନ୍ତ୍ରଣ କରିବେ।

Share. Facebook Twitter LinkedIn Email WhatsApp Copy Link

Related Posts

ବିସିସିଆଇ ସମୀକ୍ଷା ବୈଠକ: ଇଂଲଣ୍ଡଠାରୁ ପରାଜୟ ପରେ ଅଡୁଆରେ ସପୋର୍ଟ ଷ୍ଟାଫ୍

July 26, 2026

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026
Latest News

ବିସିସିଆଇ ସମୀକ୍ଷା ବୈଠକ: ଇଂଲଣ୍ଡଠାରୁ ପରାଜୟ ପରେ ଅଡୁଆରେ ସପୋର୍ଟ ଷ୍ଟାଫ୍

July 26, 2026

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.