Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଉରକେଲାରୁ କୋଲକତାକୁ ଆରମ୍ଭ ହେବ ବିମାନ ସେବା: ସପ୍ତାହରେ ୩ ଦିନ ଉଡିବ ବିମାନ
ଆଜିର ଖବର

ରାଉରକେଲାରୁ କୋଲକତାକୁ ଆରମ୍ଭ ହେବ ବିମାନ ସେବା: ସପ୍ତାହରେ ୩ ଦିନ ଉଡିବ ବିମାନ

December 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
UAE ର ବଡ଼ କାର୍ଯ୍ୟାନୁଷ୍ଠାନ: ୪୮ ଘଣ୍ଟା ମଧ୍ୟରେ ୧୫ ପାକିସ୍ତାନୀଙ୍କୁ ଦେଶ ଛାଡିବାକୁ ଦେଲା ନିର୍ଦ୍ଦେଶ
UAE ର ବଡ଼ କାର୍ଯ୍ୟାନୁଷ୍ଠାନ: ୪୮ ଘଣ୍ଟା ମଧ୍ୟରେ ୧୫ ପାକିସ୍ତାନୀଙ୍କୁ ଦେଶ ଛାଡିବାକୁ ଦେଲା ନିର୍ଦ୍ଦେଶ

ଭୁବନେଶ୍ବର: ପ୍ରଥମଥର ପାଇଁ ରାଉରକେଲାରୁ କୋଲକତା ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ରାଜ୍ୟ ସରକାର Viability Gap Funding ଜରିଆରେ ଯୋଗାଇ ଦେଇଛନ୍ତି। ରାଜ୍ୟ ସରକାର ୩୫ଟି ଆସନ ପାଇଁ VGF ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଯାତ୍ରୀମାନେ ମାତ୍ର ୧ ଘଣ୍ଟା ୩୦ ମିନିଟ୍‌ରେ ରାଉରକେଲାରୁ କୋଲକତା ଯାତ୍ରା କରିପାରିବେ।

ଆଲାଏନ୍ସ ଏୟାର ପକ୍ଷରୁ ସପ୍ତାହକୁ ୩ ଦିନ- ମଙ୍ଗଳବାର, ଗୁରୁବାର, ଶନିବାର- ବିମାନ ସେବା ଯୋଗାଇ ଦିଆଯିବ। ଏହା ଦ୍ୱାରା ସୁନ୍ଦରଗଡ ଜିଲ୍ଲାରେ ଶିଳ୍ପ ଓ ପର୍ଯ୍ୟଟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧିର ସମ୍ଭାବନା ସୃଷ୍ଟି ହୋଇଛି। ପ୍ରାରମ୍ଭିକ ବିମାନ ଦେୟ ୧୯୯୯ ଟଙ୍କା ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗମ୍ଭୀର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026

ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ: ଧର୍ମଶାଳା ଏବିଇଓଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

October 12, 2026

ଭୁବନେଶ୍ୱରରେ କାର୍‌ର ସିରିଜ୍ ଦୁର୍ଘଟଣା, ୭ ବାଇକ୍‌କୁ ଧକ୍କା; ୩ ଆହତ

October 12, 2026
Latest News

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗମ୍ଭୀର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026

ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ: ଧର୍ମଶାଳା ଏବିଇଓଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

October 12, 2026

ଭୁବନେଶ୍ୱରରେ କାର୍‌ର ସିରିଜ୍ ଦୁର୍ଘଟଣା, ୭ ବାଇକ୍‌କୁ ଧକ୍କା; ୩ ଆହତ

October 12, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମିନି କୁପର ଧକ୍କାରେ ୩ ମୃତ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.