Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହିଞ୍ଜିଳି କଲେଜ ଉପରେ ସଙ୍ଗୀନ ଅଭିଯୋଗ, ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ
ଆଜିର ଖବର

ହିଞ୍ଜିଳି କଲେଜ ଉପରେ ସଙ୍ଗୀନ ଅଭିଯୋଗ, ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ

December 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲାର ଅତି ପୁରାତନ ତଥା ସ୍ୱନାମଧନ୍ୟ ମହାବିଦ୍ୟାଳୟ ହିଞ୍ଜିଳି ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଯୌନ କାରବାର ଚାଲିଥିବା ଭଳି ସଙ୍ଗିନ ଅପରାଧ ଅଭିଯୋଗ ପହଞ୍ଚିଛି ଉଚ୍ଚ ଶିକ୍ଷା ବିଭାଗ ନିକଟରେ। ଅଭିଯୋଗକୁ ଭିତ୍ତି କରି ବିଭାଗୀୟ ମନ୍ତ୍ରୀ ଓ ନିର୍ଦ୍ଦେଶକ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ବ୍ରହ୍ମପୁରକୁ ତଦନ୍ତ ଆଦେଶ ଦେଇଛନ୍ତି।

ଅନ୍ୟ ପକ୍ଷରେ ଏହି ଭଳି ଅଭିଯୋଗ, ମିଥ୍ୟା ଓ କପୋଳକଳ୍ପିତ ବୋଲି ଅଧ୍ୟକ୍ଷା, ଅଧ୍ୟାପକ ଓ ସହରର ସମାଜସେବୀ ଏବଂ ପୁର୍ବତନ ସଭାପତି ଓ ସମ୍ପାଦକ ପକ୍ଷରୁ କୁହାଯାଇଛି।

ଏତଦବ୍ୟତୀତ ଶିକ୍ଷା ବିଭାଗ ଆଞ୍ଚଳିକ ନିର୍ଦେଶକ ବ୍ରହ୍ମପୁରଙ୍କ ପକ୍ଷରୁ ହିଞ୍ଜିଳି ମହାବିଦ୍ୟାଳୟରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏହି ସମୟରେ ଯେଉଁ ଭଳି ତଦନ୍ତ ହେବ ତାହାକୁ ପୁର୍ଣ୍ଣ ସହଯୋଗ କରିବି ବୋଲି ଅଧ୍ୟକ୍ଷା ପ୍ରକାଶ କରିଛନ୍ତି ଓ ଅନୁଷ୍ଠାନ ର ଛାତ୍ର ଓ ପୁର୍ବତନ ଛାତ୍ର ସମାଜ ପକ୍ଷରୁ ଏହି ଭଳି ଅଭିଯୋଗ କୁ ନିନ୍ଦା କରିଛନ୍ତି ଓ ଏହା ଅନୁଷ୍ଠାନ ର ସୁନାମକୁ କଳଙ୍କିତ କରିବା ପାଇଁ କିଛି ଅନାମଧେୟ ବ୍ୟକ୍ତି ବିଶେଷଙ୍କ ପ୍ରଚେଷ୍ଟା ବୋଲି ବକ୍ତବ୍ୟ ପ୍ରଦାନ କରିଛନ୍ତି। ବର୍ତ୍ତମାନ ଏହି ଭଳି ଅଭିଯୋଗର ସଠିକ ତଦନ୍ତ ସ୍ଵରୁପ କଠୋର ଦଣ୍ଡର ଆବଶ୍ୟକତା ରହିଛି ବୋଲି ସର୍ବ ସମ୍ମୁଖରୁ ପ୍ରକାଶ ପାଇଛି।

ଉଚ୍ଚ ଶିକ୍ଷା ବିଭାଗ ସଙ୍ଗୀନ ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ମାଲେସିଆର ଅଗ୍ରଣୀ ବ୍ୟବସାୟୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

February 9, 2026

ନୂତନ ଆସାନସୋଲ-ବୋକାରୋ ଟ୍ରେନ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କଲେ ରେଳମନ୍ତ୍ରୀ

February 9, 2026

ଆଜି ଫେବୃୟାରୀ ୯ ତାରିଖ ସୋମବାରରେ ଏହି ରାଶିଗୁଡିକର ହେବ ଧନ ବୃଦ୍ଧି

February 9, 2026

Dhauli Kalinga Festival: ଶେଷ ହେଲା ତିନିଦିନ ଧରି ଚାଲୁଥିବା ଧଉଳି କଳିଙ୍ଗ ନୃତ୍ୟ ଉତ୍ସବ

February 8, 2026
Latest News

ମାଲେସିଆର ଅଗ୍ରଣୀ ବ୍ୟବସାୟୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

February 9, 2026

ବାମପନ୍ଥୀ ଉଗ୍ରବାଦ ଉପରେ ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

February 9, 2026

ନୂତନ ଆସାନସୋଲ-ବୋକାରୋ ଟ୍ରେନ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କଲେ ରେଳମନ୍ତ୍ରୀ

February 9, 2026

ଆଜି ଫେବୃୟାରୀ ୯ ତାରିଖ ସୋମବାରରେ ଏହି ରାଶିଗୁଡିକର ହେବ ଧନ ବୃଦ୍ଧି

February 9, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ମାଲେସିଆ ଗସ୍ତ ଅବସରରେ ଭାରତ-ମାଲେସିଆ ମିଳିତ ବିବୃତ୍ତି

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.