Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଜେଏସ୍ ପରୀକ୍ଷାରେ ସୋଆର ୩ ଆଇନ୍ ଛାତ୍ରଛାତ୍ରୀ ଓ ଦୁଇ ଫ୍ୟାକଲ୍ଟିଙ୍କର ସଫଳତା
ଆଜିର ଖବର

ଓଜେଏସ୍ ପରୀକ୍ଷାରେ ସୋଆର ୩ ଆଇନ୍ ଛାତ୍ରଛାତ୍ରୀ ଓ ଦୁଇ ଫ୍ୟାକଲ୍ଟିଙ୍କର ସଫଳତା

December 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
‘ସୋଆ’
ବିଦ୍ୟାର୍ଥୀଙ୍କ ମଧ୍ୟରେ ନବସୃଜନ ଆଣିଲା ‘ସୋଆ ଆଇଡିଆଥନ୍‌’

ଭୁବନେଶ୍ୱର: ନିକଟରେ ପ୍ରକାଶ ପାଇଥିବା ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍ (ଓଜେଏସ୍‌) ପରୀକ୍ଷାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୩ ଜଣ ପୂର୍ବତନ ଆଇନ ଛାତ୍ରଛାତ୍ରୀ ଓ ଦୁଇଜଣ ଫ୍ୟାକଲ୍ଟି ସଫଳତା ହାସଲ କରିବା ସହ କୃତିତ୍ୱ ଅର୍ଜନ କରିଛନ୍ତି।

ଓଜେଏସ୍ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଥିବା ବେଳେ ସୋଆ ନ୍ୟାସ୍‌ନାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌) ର ପୂର୍ବତନ ଛାତ୍ରୀ ନୀଲିଶା ପଟ୍ଟନାୟକ ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଅନ୍ୟ ଦୁଇ ଜଣ ପୂର୍ବତନ ଛାତ୍ରଛାତ୍ରୀ ଅମ୍ଳାନ୍ ରଥ ଓ ସୁଦତା ପାଣିଗ୍ରାହୀ ଯଥାକ୍ରମେ ୨୨ ଓ ୩୦ ସ୍ଥାନରେ ରହିଛନ୍ତି।

ସେହିପରି ସ୍ନିଲ୍‌ର ଆସିଷ୍ଟାଂଟ ପ୍ରଫେସର ବୈଶାଳୀ ବାହୁବଳେନ୍ଦ୍ର ଏବଂ ଅଂଶୁମାନ ରଥ ଯଥାକ୍ରମେ ୩୨ ଓ ୫୦ ତମ ସ୍ଥାନ ଅଧିକାର କରିଛନ୍ତି।

ନୀଲିଶା ପଟ୍ଟନାୟକ ସ୍ନିଲ୍‌ର ୨୦୨୨-୨୩ ବ୍ୟାଚ୍‌ରେ ଏଲଏଲ୍‌ଏମ୍ ପାସ୍ କରିଥିବା ବେଳେ ଅମ୍ଳାନ ରଥ ୨୦୧୪-୧୯ ବ୍ୟାଚ୍‌ର ବିବିଏ ଏଲଏଲ୍‌ବି (ଅନର୍ସ)ର ଛାତ୍ର ଓ ସୁଦତା ପାଣିଗ୍ରାହୀ ୨୦୧୨-୧୭ ବ୍ୟାଚର୍ ବିବିଏ ଏଲ୍‌ଏଲ୍‌ବି (ଅନର୍ସ)ର ଛାତ୍ରୀ ଅଟନ୍ତି।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ସ୍ନିଲ୍‌ର ପୂର୍ବତନ ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟି ମେମ୍ବରଙ୍କୁ ସେମାନଙ୍କର ଏହି ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

ଆଇନ୍ ଛାତ୍ରଛାତ୍ରୀ ଓଜେଏସ୍ ପରୀକ୍ଷା ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.