Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧ୍ୟପ୍ରଦେଶ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
ଆଜିର ଖବର

ମଧ୍ୟପ୍ରଦେଶ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ

December 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକବ୍ୟକ୍ତ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

‘ମଧ୍ୟପ୍ରଦେଶର ଗୁନାରେ ହୋଇଥିବା ସଡ଼କ ଦୁର୍ଘଟଣା ହୃଦୟବିଦାରକ। ଏଥିରେ ଯେଉଁମାନେ ନିଜ ପରିଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା। ଏଥିସହ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତି ଶୀଘ୍ର ସୁସ୍ଥ ହେବାକୁ କାମନା କରୁଛି। ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତଙ୍କ ସବୁପ୍ରକାର ସହଯୋଗରେ ଲାଗିଛି: ପ୍ରଧାନମନ୍ତ୍ରୀ’।

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ଶୋକ ମଧ୍ୟପ୍ରଦେଶ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

କୋହିଲି ଦେଲେ ‘ବିରାଟ’ ବିଜୟ: କ୍ରମାଗତ ଦ୍ଵିତୀୟ ଥର ଟାଇଟଲ ଜିତିଲା RCB

May 31, 2026

ମିଆଁମାରରେ ଭୟଙ୍କର ବିସ୍ଫୋରଣ : ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ

May 31, 2026

ରଥଯାତ୍ରା ଲାଗି ସ୍ଥିର ହେଲା ନୀତିନିର୍ଘଣ୍ଟ

May 31, 2026

ଡ୍ୟାମରେ ବୁଡି ନାବାଳକ ମୃତ

May 31, 2026
Latest News

କୋହିଲି ଦେଲେ ‘ବିରାଟ’ ବିଜୟ: କ୍ରମାଗତ ଦ୍ଵିତୀୟ ଥର ଟାଇଟଲ ଜିତିଲା RCB

May 31, 2026

ମିଆଁମାରରେ ଭୟଙ୍କର ବିସ୍ଫୋରଣ : ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ

May 31, 2026

ରଥଯାତ୍ରା ଲାଗି ସ୍ଥିର ହେଲା ନୀତିନିର୍ଘଣ୍ଟ

May 31, 2026

ଡ୍ୟାମରେ ବୁଡି ନାବାଳକ ମୃତ

May 31, 2026

ସିରିଜ ଦୁର୍ଘଟଣା: ୩ ଗୁରୁତର

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.