Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ହାଇଟେକ ମେଡିକାଲ କଲେଜରେ ବିସ୍ପୋରଣ, ତିନି ଆହାତ
ଆଜିର ଖବର

Breaking News: ହାଇଟେକ ମେଡିକାଲ କଲେଜରେ ବିସ୍ପୋରଣ, ତିନି ଆହାତ

December 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Breaking News: ହାଇଟେକ ମେଡିକାଲ କଲେଜରେ ବିସ୍ପୋରଣ, ତିନି ଆହାତ

ଭୁବନେଶ୍ବର: ରାଜଧାନୀର ପାଣ୍ଡରା ଛକରେ ଥିବା ହାଇଟେକ ମେଡିକାଲ କଲେଜରେ ଏକ ବିସ୍ପୋରଣ ହୋଇଛି। ଏହାଦ୍ବାରା କଲେଜର ତିନିଜଣ କର୍ମଚାରୀ ଆହାତ ହୋଇଥିବାର ଜଣାପଡିଛି। ସେମାନଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯାଇଛି। ଘଟଣା ସ୍ଥଳରେ ଅଗ୍ନିଶମ କର୍ମଚାରୀମାନେ ସହାୟତା କାର୍ଯ୍ୟ ଆରମ୍ଭ କରିଛନ୍ତି।

ତେବେ ଘଟଣାରୁ ଜଣାପଡିଛି ଯେ, ମେଡିକାଲର ଏକ ଏସିରେ ଗ୍ୟାସ ଭର୍ତ୍ତି କରାଯାଉଥିଲା। ଏହିସମୟରେ ଏସି କଂପ୍ରେସରଟି ବିସ୍ପୋରଣ ହୋଇଯାଇଥିଲା। ଫଳରେ ସେଠାରେ କାମ କରୁଥିବା ତିନି କର୍ମଚାରୀ ଆହତ ହୋଇଛନ୍ତି। ତେବେ ପରିସ୍ଥିତି ସେପରି ଜଟିଳ ହୋଇ ନାହିଁ ବୋଲି ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ମାତରମ୍ ଉପରେ ବଡ଼ ବୟାନ ଦେଲେ ମହମ୍ମଦ ଶାମି: ଜାଣିଲେ ଆଶ୍ଚର୍ଯ୍ୟ ହେବେ

August 5, 2026

ଓଡ଼ିଶା ସରକାରଙ୍କ ଓୟୁଏଟି ପିଜି ଓ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

August 5, 2026

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026
Latest News

ବନ୍ଦେ ମାତରମ୍ ଉପରେ ବଡ଼ ବୟାନ ଦେଲେ ମହମ୍ମଦ ଶାମି: ଜାଣିଲେ ଆଶ୍ଚର୍ଯ୍ୟ ହେବେ

August 5, 2026

ଓଡ଼ିଶା ସରକାରଙ୍କ ଓୟୁଏଟି ପିଜି ଓ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

August 5, 2026

୭୪ ବର୍ଷରେ ଚିରବିଦାୟ ନେଲେ ଅଭିନେତା ପ୍ରଦୀପ ରାୱତ

August 5, 2026

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.