Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୋର ୫ଟାରେ ଶୀତ କାକରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ତଦାରଖ କଲେ ପାଣ୍ଡିଆନ
ଆଜିର ଖବର

ଭୋର ୫ଟାରେ ଶୀତ କାକରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ତଦାରଖ କଲେ ପାଣ୍ଡିଆନ

December 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୋର ୫ଟାରେ ଶୀତ କାକରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ତଦାରଖ କଲେ ପାଣ୍ଡିଆନ

ଭୁବନେଶ୍ବର: ଆଜି ସକାଳେ ୫ଟି (ଟ୍ରାନ୍ସଫର୍ମେସନାଲ୍ ଇନିସିଏଟିଭ୍) ଏବଂ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତଦାରଖ କରିଥିଲେ। ସେ ଭୋର  ୫.୦୦ ରୁ ୭ ଟା ମଧ୍ୟରେ ଏହି ପ୍ରକଳ୍ପର ତଦାରଖ କରିଥିଲେ।

ଶ୍ରୀ ପାଣ୍ଡିଆନ ତୀର୍ଥଯାତ୍ରୀଙ୍କ ଦର୍ଶନ କରିବା ପାଇଁ ଥିବା ବାରିକେଡ ତଥା କ୍ୟୁ ମ୍ୟାନେଜମେଣ୍ଟ ପାଇଁ ସୁବିଧା ଦେଖିଥିଲେ। ଏଥିସହିତ ଲ୍ୟାଣ୍ଡସ୍କେପ୍ କାର୍ଯ୍ୟ, ମଠ ପୁନରୁଦ୍ଧାର, କ୍ୟୁ ମ୍ୟାନେଜମେଣ୍ଟ ସିଷ୍ଟମ, ଦୁଇ ଚକିଆ ପାର୍କିଂ ଅଞ୍ଚଳରେ ଅଗ୍ରଗତି କାର୍ଯ୍ୟ ସମୀକ୍ଷା କରିଥିଲେ।

ଶ୍ରୀ ପାଣ୍ଡିଆନ୍ ଶ୍ରୀ ଦାଣ୍ଡ, ଶ୍ରୀ ଜଗନ୍ନାଥ ବଲ୍ଲଭ ବିହାର ଏବଂ ଶ୍ରୀ ସେତୁ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଉପରେ ଯାଞ୍ଚ କରିଥିଲେ। ପାର୍କିଂ ଏବଂ ସୁରକ୍ଷା ବ୍ୟବସ୍ଥା ଉପରେ ଧ୍ୟାନ ଦେଇ ଅଗ୍ରଗତି ସମ୍ପର୍କରେ ଶ୍ରୀ ପାଣ୍ଡିଆନ୍ ଜିଲ୍ଲାପାଳ ତଥା ଏସପି ପୁରୀ, ଏମଡି ଓବିସିସିଙ୍କ ସହିତ ଆଲୋଚନା କରିଥିଲେ।

ShreeMandirParikram vkpandian ଭିକେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.