Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଟାପଣରୁ ମୁକ୍ତି ଚାହୁଁଛନ୍ତି, ଆଜି ହିଁ ଖାଦ୍ୟରେ ସାମିଲ୍‌ କରନ୍ତୁ ଏହି ସବୁ ଫଳ
ଆଜିର ଖବର

ମୋଟାପଣରୁ ମୁକ୍ତି ଚାହୁଁଛନ୍ତି, ଆଜି ହିଁ ଖାଦ୍ୟରେ ସାମିଲ୍‌ କରନ୍ତୁ ଏହି ସବୁ ଫଳ

December 31, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଜୀବନଶୈଳୀ: ଆଜିର ସମୟରେ ପ୍ରାୟ ୧୦ଜଣଙ୍କ ଭିତରେ ତିନିଜଣ ମୋଟାପଣର ଶିକାର ହେଉଛନ୍ତି। ଏହି ମୋଟାପଣରୁ ମୁକ୍ତ ପାଇବା ଜିମ୍‌ର ସାହାରା ନେଉଛନ୍ତି। ଏହା ସହିତ କଠିନ୍‌ ଡାଏଟ୍‌, ମେଡିସିନ୍‌ ଇତ୍ୟାଦିର ମଧ୍ୟ ସାହାଯ୍ୟ ନେବାକୁ ପଡିଛି। ତେବେ ଏହି ମୋଟାପାରୁ ମୁକ୍ତି ପାଇଁ ଓ୍ବାର୍କ ଆଉଟ୍‌ କରିବା ସହିତ ହେଲ୍‌ଦୀ ଡାଏଟ୍‌ ବହୁତ ଜରୁରୀ। ଏପରି କିଛି ଫଳ ରହିଛି, ଯାହା ବହୁତ ଶୀଘ୍ର ଓଜନ କମ କରିବାରେ ସାହାଯ୍ୟ କରିଥାଏ। ସେହି ଫଳଗୁଡ଼ିକ ମଧ୍ୟରେ ରହିଛି –

ତରଭୁଜ

ତରଭୁଜ କମ୍‌ କ୍ୟାଲୋରୀ ହେବା ସହିତ ଏଥିରେ ଅଧିକମାତ୍ରାରେ ଫାଇବର, ପୋଟାସିୟମ୍‌, ଆଇରନ୍‌ ଓ ଭିଟାମିନ୍‌ – ଏ, ସି ଓ ବି ପ୍ରଚୁର ପରିମାଣରେ ରହିଥାଏ । ଏହି ଶରୀରରୁ ବିଷାକ୍ତ ତତ୍ତ୍ବକୁ ବାହାରକୁ କାଢିବାରେ ବହୁତ ସାହାଯ୍ୟ କରିଥାଏ ।  ଏହା ସହିତ ତରଭୁଜ୍‌ରେ ପ୍ରଚୁର ପରିମାଣରେ ପାଣି ଥାଏ । ଯାହା ଶରୀରରେ ପାଣିର ଅଭାବକୁ ପୂରଣ କରିବା ସହିତ ପାଚନ ତନ୍ତ୍ରକୁ ମଧ୍ୟ ଠିକ୍‌ ରଖିଥାଏ ।

ସେଓ

ପ୍ରତ୍ୟେକ ସକାଳୁ ଗୋଟିଏ ସେଓ ଖାଇବା ଦ୍ବାରା ଅନେକ ରୋଗ ଦୂର ହୋଇଥାଏ । ସେଓରେ ଭରପୂର ମାତ୍ରାରେ ଆଣ୍ଟିଆକ୍ସିଡେଣ୍ଟ, ଫାଇବର ପ୍ରଚୁର ମାତ୍ରାରେ ରହିଥାଏ । ଏଥିରେ କ୍ୟାଲୋରୀର ମାତ୍ରା ମଧ୍ୟ କମ୍‌ ମିଳିଥାଏ । ଯାହାକି ଓଜନ ନିୟନ୍ତ୍ରଣ କରିବାରେ ବହୁତ ସାହାଯ୍ୟ କରିଥାଏ ।

ବେରିଜ୍‌

ବେରିଜ୍‌ (କୋଳି) ଭିନ୍ନ ଭିନ୍ନ ପ୍ରକାରର ହୋଇଥାଏ । ଏଥିରେ କମ ମାତ୍ରାରେ କ୍ୟାଲୋରୀ ରହିଥାଏ । ଏଥିରେ ଶର୍କରା ନଥାଏ, । ଏଥିରେ ରହିଥିବା ଭିଟାମିନ୍‌ ଶରୀରରେ ରହିଥିବା ଚର୍ବିକୁ ତରଳାଇବାରେ ବହୁତ ସାହାଯ୍ୟ କରିଥାଏ ।

କଦଳୀ

ପ୍ରାୟ ସମସ୍ତେ ଭାବିଥା’ନ୍ତି କଦଳୀ ଖାଇବା ଦ୍ବାରା ଓଜନ ବଢିଥାଏ । କିନ୍ତୁ ଏହା ଦ୍ବାରା ମୋଟାପା ମଧ୍ୟ କମ୍‌ ହୋଇଥାଏ । କଦଳୀରେ ଭିଟାମିନ୍‌ ସି, ଭିଟାମିନ୍‌ ବି ୬, ମ୍ୟାଙ୍ଗନିଜ୍‌, ବାୟୋଟିନ୍‌, ପୋଟାସିୟମ୍‌ ଓ ଫାଇବାର ପ୍ରଚୁର ମାତ୍ରାରେ ରହିଛି । ଏହି ସମସ୍ତ ପୋଷକ ତତ୍ତ୍ବ ଶରୀର ପାଇଁ ବହୁତ ଜରୁରୀ ।

କଦଳୀରେ ଅଧିକ ମାତ୍ରାରେ ଅଧିକ ମାତ୍ରାରେ ଫାଇବର୍‌ ଥାଏ, ଯାହା ମେଟାବଲିଜିମ୍‌କୁ ମଜବୁତ୍‌ ରଖିବାରେ ସାହାଯ୍ୟ କରିଥାଏ ।

କୋବି

କୋବିର ବହୁତ ପରିମାଣରେ ପୋଷକ ତତ୍ତ୍ବ ରହିଥାଏ । ଯାହା ଶରୀରରକୁ ସୁସ୍ଥ ରଖିବା ସହିତ ଓଜନ କମ୍‌ କରିବାରେ ସାହାଯ୍ୟ କରିଥାଏ । କୋବିରେ ଭିଟାମିନ୍‌ ସି, ଭିଟାମିନ୍‌ କେ, ଫୋଲଟ୍‌ ଓ ପୋଟାସିୟମ୍‌ ଏବଂ ଭିଟାମିନ୍‌ ଇ ପ୍ରଚୁର ମାତ୍ରାରେ ରହିଛି । ଏହାସହିତ ଏଥିରେ କମ୍‌ କ୍ୟାଲୋରୀ ରହିଥାଏ, ଯାହା ଆପଣଙ୍କ ଓଜନ ହ୍ରାସ କରିବାରେ ବହୁତ ସାହାଯ୍ୟ କରିଥାଏ ।

Health ମୋଟାପଣ
Share. Facebook Twitter LinkedIn Email WhatsApp Copy Link

Related Posts

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025

ଆଜିଠାରୁ ଚତୁର୍ଥ ଟେଷ୍ଟ: ମ୍ୟାଚ ପୂର୍ବରୁ ଟିମ୍ ଇଣ୍ଡିଆକୁ ଇଂଲଣ୍ଡ ଅଧିନାୟକଙ୍କ ଚେତାବନୀ, ଦେଲେ ଏହି ବଡ଼ ବୟାନ

July 23, 2025
Latest News

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025

ଆଜିଠାରୁ ଚତୁର୍ଥ ଟେଷ୍ଟ: ମ୍ୟାଚ ପୂର୍ବରୁ ଟିମ୍ ଇଣ୍ଡିଆକୁ ଇଂଲଣ୍ଡ ଅଧିନାୟକଙ୍କ ଚେତାବନୀ, ଦେଲେ ଏହି ବଡ଼ ବୟାନ

July 23, 2025

ସୃଷ୍ଟି ହେଲା ୨୦୮୦ ନୂତନ ପଦବୀ, ଓଆଇଏସଏଫ ପାଇଁ ଆଉ ଦୁଇ ବାଟାଲିଅନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.