Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାନୁଆରୀ ୪ ରୁ ଚିଲିକାରେ ଆରମ୍ଭ ହେବ ପକ୍ଷୀ ଗଣନା
ଆଜିର ଖବର

ଜାନୁଆରୀ ୪ ରୁ ଚିଲିକାରେ ଆରମ୍ଭ ହେବ ପକ୍ଷୀ ଗଣନା

December 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଏସିଆର ବୃହତ୍ତମ ଲବଣ ହ୍ରଦ ଚିଲିକାରେ ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଆସିଛନ୍ତି ଲକ୍ଷାଧିକ ବିଦେଶୀ ପକ୍ଷୀ। ତେବେ ଜାନୁଆରୀ ୪ ତାରିଖରେ ଅନୁଷ୍ଠାନିକ ଭାବେ ପକ୍ଷୀ ଗଣନା ଅନୁଷ୍ଠିତ ହେବ ବୋଲି ଆଜି ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ପକ୍ଷରୁ ବାଲୁଗାଁ ବିଭାଗୀୟ କାର୍ଯ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡ଼ିଏଫଓ ଅମ୍ଲାନ ନାୟକ।

ସକାଳ ୬ ରୁ ମଧ୍ୟାହ୍ନ ୧୨ ଘଟିକା ଯାଏଁ ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ଚିଲିକା ରେଞ୍ଜରେ ୨୧ ଗୋଟି ଟିମ ପକ୍ଷୀଗଣନାରେ ନିୟୋଜିତ ହେବେ। ପ୍ରତି ଟିମରେ ୬ ରୁ ୭ ଜଣ ଗଣନାକାରୀ ଯୋଗଦେବେ। ପ୍ରତିବର୍ଷ ଭଳି ଗଣନା କାର୍ଯ୍ୟରେ ଜିପିଏସ,ବାଇନାକୁଲାର ବ୍ୟବହାର କରାଯିବ।

ଉକ୍ତ ଟିମରେ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ, ଜଙ୍ଗଲ ବିଭାଗ କର୍ମଚାରୀ, ଓୟୁଏଟି ର ଛାତ୍ରଛାତ୍ରୀ, ୱାଇଲଡ ଓଡ଼ିଶା ଏବଂ ୱାଇଲଡିଜ ନାମକ ସାମାଜିକ ସଂଗଠନର କାର୍ଯ୍ୟକର୍ତ୍ତା, ଟାଙ୍ଗୀ ରେଞ୍ଜ ଅନ୍ତର୍ଗତ ତିନି ଗୋଟି ପକ୍ଷୀ ସୁରକ୍ଷା ସମିତିର ସଦସ୍ୟମାନେ ଏବଂ ବିଏନଏଚଏସ ସାମିଲ ହେବେ ବୋଲି ଜଣାପଡିଛି।

ସେହିପରି ଭାବେ ମୁମ୍ବାଇ ସ୍ଥିତ ବିଏନଏଚଏସ ର ଉପ ନିର୍ଦେଶକ ଡ଼ଃ ପି ସାଥିୟା ସେଲଭମ , ଅବସରପ୍ରାପ୍ତ ଆରସିସିଏଫ ବ୍ରହ୍ମପୁର ପ୍ରଶାନ୍ତ କୁମାର ମିଶ୍ର, ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡ଼ିଏଫଓ ଅମ୍ଲାନ ନାୟକ ମଧ୍ୟ ପକ୍ଷୀଗଣନାରେ ଉପସ୍ଥିତ ରହିବେ।

ଚିଲିକା ହ୍ରଦ ପକ୍ଷୀ ଗଣନା ବାଲୁଗାଁ ଲବଣ ହ୍ରଦ
Share. Facebook Twitter LinkedIn Email WhatsApp Copy Link

Related Posts

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026
Latest News

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଡାକିଲେ ସରକାର: ମହିଳା ସଂରକ୍ଷଣ ବିଲ୍ ଉପରେ ହେବ ଆଲୋଚନା

April 2, 2026

‘ହର୍ମୁଜ୍’ ପାଇଁ ୩୫ଟି ରାଷ୍ଟ୍ରର ବୈଠକ: ଭାରତକୁ ମଧ୍ୟ ମିଳିଲା ନିମନ୍ତ୍ରଣ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.