Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭବାନୀପାଟଣା ଠାରେ ଜିଲ୍ଲା ପ୍ରଶାସନର ଜନଶୁଣାଣି ଶିବିର ଅନୁଷ୍ଠିତ
ଆଜିର ଖବର

ଭବାନୀପାଟଣା ଠାରେ ଜିଲ୍ଲା ପ୍ରଶାସନର ଜନଶୁଣାଣି ଶିବିର ଅନୁଷ୍ଠିତ

January 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୩୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଜଣ ଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା।

ସଦର ବ୍ଲକର ରିଶି ଗାଁ ପଞ୍ଚାୟତର ତପସ୍ଵିନୀ ବାଗଙ୍କୁ ୫୦୦୦ ଟଙ୍କା ଏବଂ ନିଲା ଦେଇ ଙ୍କୁ ୨୦୦୦ ଟଙ୍କା, କୋକସରା ବ୍ଲକ ଆମପାଣିର ବୈଜନ୍ତି ସୁନଙ୍କୁ ୫୦୦୦ ଟଙ୍କା, ଜୁନାଗଡ଼ ବ୍ଲକର ଛୋରିଆଗଡ ଗ୍ରାମର ସଚ୍ଚିଦାନନ୍ଦ ନାଏକଙ୍କୁ ୫୦୦୦ ଟଙ୍କା ସହାୟତା ମଞ୍ଜୁର କରାଯାଇଥିଲା।

କଳାହାଣ୍ଡି ଜନ ଶୁଣାଣି ଶିବିର ଜିଲ୍ଲା ପ୍ରଶାସନ ପି. ଅନ୍ୱେଷା ରେଡ୍ଡୀ ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.